ମେଷ:~ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। ପରିବାର ଓ କର୍ମକ୍ଷେତ୍ରର ଅସଜଡା କାମକୁ ଆଜି ହିଁ ସଜାଡି ନେବା ପାଇଁ ଚେଷ୍ଟା କରିବେ। ଅର୍ଥ ସଂଗ୍ରହରେ ତତ୍ପରତା ପ୍ରକାଶ କରି ସଫଳତା ପାଇପାରନ୍ତି।
ଶୁଭ ରଙ୍ଗ:~ ଧୂସର, ଶୁଭ ଅଙ୍କ:~ ୫
ଚାଷୀ- ଜଳ ସଞ୍ଚୟ କରନ୍ତୁ।
ରୋଗୀ- ଚକ୍ଷୁ ପୀଡା ହେବ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍କୁ ହାତଛଡା କରନ୍ତୁ ନାହିଁ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।
ବୃଷ:~ ସାହାଯ୍ୟ କରିବାକୁ ଯାଇ ପର ପାଇଁ ନିଜେ ହଇରାଣରେ ପଡିପାରନ୍ତି। ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଅର୍ଥାଭାବ ହେବ। ପରକୁ ବିଶ୍ୱାସ କରି ନିଜ ଲୋକଙ୍କୁ ସନ୍ଦେହ କରିପାରନ୍ତି। ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ।
ଶୁଭ ରଙ୍ଗ:~ ପିଚ୍, ଶୁଭ ଅଙ୍କ:~ ୨
ଚାଷୀ- ଶ୍ରମ ସାର୍ଥକ ହେବ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ।
କର୍ମଜୀବି- ପ୍ରଶଂସିତ ହେବେ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।
ମିଥୁନ:~ ପାରିବାରିକ କ୍ଷେତ୍ରରେ ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଆଜି କୌଣସି ବନ୍ଧୁଙ୍କ ଦେଖିବା ପାଇଁ ମନ ଛଟପଟ ହେବ। କର୍ମକ୍ଷେତ୍ରରେ ଲଘୁକ୍ରୋଧ ଓ କଠୋର ବାକ୍ୟାଳାପରୁ ହାତ ମୁଠାରୁ ସୁଯୋଗ ଖସିଯିବ।
ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୫
ଚାଷୀ- ଜଳ ସଞ୍ଚୟ କରନ୍ତୁ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।
କର୍ମଜୀବି- ଅର୍ଥ ହାନୀ ହେବ।
ବ୍ୟବସାୟୀ- ସଫଳତା ମିଳିବ।
ଗୃହିଣୀ- ସୁଖଭାରା ଦିନଟି।
କର୍କଟ:~ ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ପାରିବାରିକ ଅସ୍ଥିରତା ଲାଗିରହିବା କାରଣରୁ ମନରେ ସରସତା ରହିବ ନାହିଁ। ବିଶେଷ ପରିଶ୍ରମ ଓ ଅନିଦ୍ରାଜନିତ ସ୍ନାୟବିକ ଦୁର୍ବଳତା ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୯
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।
ରୋଗୀ- ସୁସ୍ଥ ଅନୁଭବ କରିବେ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।
କର୍ମଜୀବି- ସମ୍ମାନିତ ହେବେ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।
ସିଂହ:~ ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ହେବ। ଆଜି କର୍ମାରମ୍ଭ ସକାଶେ ସହ ଆଲୋଚନା କରିବେ। ପଛକଥା ନ ଭାବି ଏହି ସମୟର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କଲେ ଉପକୃତ ହେବେ।
ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୬
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।
ରୋଗୀ- ସତର୍କତାର ଦିନ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।
କନ୍ୟା:~ ବାରମ୍ବାର କାନକୁହା କଥା ଶୁଣି ଆପଣଙ୍କ ପ୍ରିୟ ଲୋକଟିର ମନୋଭାବ ବଦଳିଯାଇପାରେ। ଅନ୍ୟମାନଙ୍କ ସହ ସମ୍ପର୍କ ସ୍ଥାପନକୁ ପରିବାରରେ ବିରୋଧାଭାସ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗିତା ହେତୁ ମାନସିକ ସ୍ଥିତି ଠିକ୍ ରହିବ।
ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୭
ଚାଷୀ- ପୋଖରୀ/ଗଡ଼ିଆ କରି ଜଳ ସଞ୍ଚୟ କରନ୍ତୁ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ।
କର୍ମଜୀବି- ସହଯୋଗ ମିଳିବ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ।
ଗୃହିଣୀ- ସୁଖ ଅନୁଭବ କରିବେ।
ତୁଳା:~ ବ୍ୟବସାୟରେ ସମସ୍ୟା ଗୁରତର ଆକାର ଧାରଣ କରିବ ଓ କ୍ଷତିରେ ପଡିପାରନ୍ତି। କର୍ମାରମ୍ଭରେ ସଂକଟରେ ସମ୍ମୁଖୀନ ହେଲେ ହେଁ ଯୁକ୍ତି ଯୁକ୍ତ କହି କାମ ହାସଲ କରିବେ। ଦୀର୍ଘ ଦିନରୁ କୌଣସି ଦ୍ରବ୍ୟ ଲାଭରୁ ଖୁସୀ ହେବେ।
ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୧
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।
ବିଛା:~ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ। ନିର୍ଦ୍ଦିଷ୍ଟ ସମୟରେ କାମଟି ପୂର୍ଣ୍ଣାଙ୍କ ନ ହେଲେ ମଧ୍ୟ କିଛି ଅଂଶରେ ଆଗକୁ ବଢି ଚାଲିବ। ପୁଅର ସ୍ୱାସ୍ଥ୍ୟ ସେତେଟା ଭଲ ରହୁ ନ ଥିବା କାରଣରୁ ଚିନ୍ତିତ ରହିବେ।
ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୮
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।
ରୋଗୀ- ସତର୍କତାର ଦିନ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ।
ଗୃହିଣୀ- ଧାର୍ମିକ ହେବେ।
ଧନୁ:~ ବିଗତ ଦିନରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ସମାଧାନ ହୋଇଯିବ। ଆରୋଗ୍ୟଲାଭ କରିବା ସହ ନିଜ ଲୋକଙ୍କୁ ଅତି ନିକଟରେ ପାଇ ସବୁ ଦୁଃଖ ଶୋକ ଭୁଲି ଯିବେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୬
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ।
ଗୃହିଣୀ- ଭାଗ୍ୟଶାଳୀ ହେବେ।
ମକର:~ ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ। ଆଜି ଖର୍ଚ୍ଚ ପରିମାଣ ବଢିଯିବ। ଦାମ୍ପତ୍ୟ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ।
ଶୁଭ ରଙ୍ଗ:~ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।
କର୍ମଜୀବି- କରତ୍କର୍ମା ହେବେ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ।
ଗୃହିଣୀ- ଧାର୍ମିକ ହେବେ।
କୁମ୍ଭ:~ ଆଜିର ଜୀବନଚର୍ଯ୍ୟାରେ ବାଧା ବାଧକତାରେ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ପଦସ୍ଥବ୍ୟକ୍ତିଙ୍କ ସହାୟତାରେ ଅଭିଳାଷ ସମୟାନ୍ତରେପୂରଣ ହୋଇଯିବ। ଆଜି ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟକଟାଇବେ।
ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ ୨
ଚାଷୀ- ଉତ୍ତମ ଫଳ ପାଇବେ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ।
କର୍ମଜୀବି- ପ୍ରଶଂସିତ ହେବେ।
ବ୍ୟବସାୟୀ- ଅର୍ଥ ଲାଭ ହେବ।
ଗୃହିଣୀ- ସୁଖୀ ହେବେ।
ମୀନ:~ ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ବୃଦ୍ଧିପାଇବା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ବନ୍ଧୁଙ୍କ ପରାମର୍ଶରେ ନୂଆ କାମନ ହାତକୁ ନେବେ। ଏଣେ ଅଫିସ୍ କାମରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ବିଭିନ୍ନ ଯୋଜନାର ପରିକଳ୍ପନା କରିବେ।
ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ ୪
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।
କର୍ମଜୀବି- ପ୍ରମୋସନ୍ ମିଳିବ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।