ଟାଙ୍ଗୀ, ୧୭।୦୭: ଲଗାଣ ବର୍ଷା ଯୋଗୁଁ ନଈରେ ପ୍ରଖର ସ୍ରୋତ ଆସିଥିବା ବେଳେ ଏହି ସ୍ରୋତରେ ଜଣେ ଯୁବକ ଭାସିଯାଇଥିବା ଜଣାପଡ଼ିଛି । ଯୁବକ ଜଣକ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଛକଡିପୁର ଗାଁର ରମାକାନ୍ତ ସାସମଲ । ବିଲକୁ ଯାଇ ସେଠାରେ ନଈ ପାର ହେଉଥିବା ବେଳେ ସ୍ରୋତରେ ଭାସି ଯାଇଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ଟାଙ୍ଗୀ ଅଗ୍ନିଶମ ବିଭାଗ ପହଞ୍ଚିଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
Trending
- ପ୍ରକାଶ ପାଇଲା ୟୁପିଏସସି ଆଇଏଏସ୍ ପରୀକ୍ଷା ୨୦୨୩ ଫଳ: ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର, ଓଡ଼ିଶାର ଅନିମେଶ ପ୍ରଧାନ ଦ୍ବିତୀୟ ସ୍ଥାନରେ
- ରାସ୍ତା ପାର୍ଶ୍ଵରେ ଛିଡ଼ା ହୋଇଥିବା ବେଳେ ଚଢ଼ିଗଲା ଟ୍ରକ: ୨ ମୃତ, ଜଣେ ଗୁରୁତର
- ସିଡ୍ନୀ ଚର୍ଚ୍ଚରେ ଛୁରାମାଡ଼, ବିଶପ ଆହତ
- ଇରାନକୁ ଉଚିତ ସମୟରେ ଜବାବ ଦିଆଯିବ: ଇସ୍ରାଏଲ
- ପ୍ରଧାନ ବିଚାରପତିଙ୍କୁ ୨୧ ପୂର୍ବ ବିଚାରପତିଙ୍କ ଚିଠି
- ୨୨ ବର୍ଷରେ ଭାରତରେ ୨୩ ଲକ୍ଷ ହେକ୍ଟର ଜଙ୍ଗଲ ଧ୍ବଂସ
- କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ବସ୍ତି: ଆଗୁଆ ଶୁଣାଣି ପାଇଁ ମନାକଲେ
- ନିର୍ବାଚନୀ ବଣ୍ଡ୍ ରଦ୍ଦ: ‘ଦିନେ ସମସ୍ତେ ଅନୁତାପ କରିବେ’
Friday, April 19