ଜି. ଉଦୟଗିରି ୦୬।୧୦ : ପୁତୁରା ମାଡ଼ରେ ଖୁଡୀ ମୃତ । କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଟିକାବାଲି ଥାନା ବରପଦା ସାହିରେ ଘଟିଛି ଘଟଣା । ମୃତକଙ୍କ ନାମ ଚାନ୍ଦିନୀ କହଁର । ହତ୍ୟାକାରୀ ପୁତୁରୁ ଟୁଟୁ କହଁର ଫେରାର ହୋଇଯାଇଥିବା ସୂଚନା ମିଳିଛି । ତେବେ ହତ୍ୟାକାଣ୍ଡର କାରଣ ଏବେ ଯାଏଁ ଅସ୍ପଷ୍ଟ ଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଖୋଲତାଡ଼ ଜାରି ରଖିଛି । ଏପିରିକି ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍ ଟିମ୍ର ସହଯୋଗ ନେଇପାରେ ପୋଲିସ ବୋଲି ସୂଚନା ମିଳିଛି ।
Trending
- ପ୍ରାର୍ଥୀ ବଦଳାଇ ଚର୍ଚ୍ଚାରେ ବିଜେପି: ସଫଳ ହେବ ନା ବିଫଳତାକୁ ଦୋହରାଇବ?
- ଭୁବନେଶ୍ବର ଉତ୍ତରରୁ ପ୍ରାର୍ଥୀ କିଏ? ନାମ ଘୋଷଣା କଲାନି ବିଜେଡି, କର୍ମୀଙ୍କ ଉତ୍କଣ୍ଠା ବଢ଼ୁଛି
- ଟିକେଟରୁ ବଞ୍ଚିତ ହେବା ପରେ ସୁରେଶଙ୍କ ସାମ୍ବାଦିକ ସମ୍ମିଳନୀ: ସାଂସଦ ଭାବେ ପ୍ରଦର୍ଶନର ଚିତ୍ରଦେଲେ
- ବିଜେପି ଛାଡ଼ିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା
- ଓଡ଼ିଶାର ଅସ୍ମିତାକୁ ନେଇ ଲଢ଼ିବ କଂଗ୍ରେସ: ସବୁ ନିର୍ବାଚନମଣ୍ଡଳୀର ଲୋକଙ୍କ ପାଖରେ ପହଞ୍ଚିବ ରାହୁଲଙ୍କ ୫ ଗ୍ୟାରେଣ୍ଟି ସଂକଳ୍ପ
- ପୁଣି ଅସନ୍ତୋଷ ଜାହିର୍ କଲେ ଖାରବେଳ: ‘ପ୍ରତାପଙ୍କୁ କନ୍ଧମାଳରୁ ପ୍ରାର୍ଥୀ କରାଯାଉ’
- ଶଶୁରଙ୍କୁ ହତ୍ୟା କଲା ଜ୍ୱାଇଁ, ଅଭିଯୁକ୍ତ ଫେରାର
- ମୁଖ୍ୟମନ୍ତ୍ରୀ ରହିବେ କେଜ୍ରିୱାଲ: ପଦବୀରୁ ହଟାଇବା ଆବେଦନ ଖାରଜ କଲେ ହାଇକୋର୍ଟ
Friday, March 29