ଆସନ୍ତାବର୍ଷ ବେଳକୁ କଟକ ଓ ଭୁବନେଶ୍ୱରରେ ମୁକୁଳା ଡ୍ରେନ୍ ସମସ୍ୟା ନଥିବ : ପ୍ରଫୁଲ ସାମଲ

ଭୁବନେଶ୍ବର: ସହରାଞ୍ଚଳ ଡ୍ରେନେଜ୍ ସମସ୍ୟାର ସମାଧାନ ପାଇଁ ବିଧାନସଭା ଷ୍ଟାଣ୍ଡିଂ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ବିଧାୟକ ପ୍ରଫୁଲ ସାମଲଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିବା ବେଳେ ରାଜ୍ୟର ସମସ୍ତ ସହରାଚଂଳରେ ମୁକୁଳା…

ଅଧିକ ଦେଖନ୍ତୁ... ଆସନ୍ତାବର୍ଷ ବେଳକୁ କଟକ ଓ ଭୁବନେଶ୍ୱରରେ ମୁକୁଳା ଡ୍ରେନ୍ ସମସ୍ୟା ନଥିବ : ପ୍ରଫୁଲ ସାମଲ