କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଅଛି।…

ଅଧିକ ଦେଖନ୍ତୁ... କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ