ପୁରୁଷ ହକି ଖେଳାଳିଙ୍କୁ ୨.୫କୋଟି ଓ ମହିଳା ଖେଳାଳିଙ୍କୁ ୫୦ଲକ୍ଷ ଲେଖାଏଁ ପୁରସ୍କାର ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ କରିଥିବ‌ା ୪ଓଡ଼ିଆ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାରୁ ଭାରତୀୟ ହକି ଟିମରେ ଥିବା ୨ଜଣ ପୁରୁଷ ହକି ଖେଳାଳି ଏବଂ ୨ଜଣ…

ଅଧିକ ଦେଖନ୍ତୁ... ପୁରୁଷ ହକି ଖେଳାଳିଙ୍କୁ ୨.୫କୋଟି ଓ ମହିଳା ଖେଳାଳିଙ୍କୁ ୫୦ଲକ୍ଷ ଲେଖାଏଁ ପୁରସ୍କାର ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ