ରାଜ୍ୟ ରାଶିଫଳ

ଅଗଷ୍ଟ ୨୩ ତାରିଖ, ମଙ୍ଗଳବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ:~ ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବୁଝି-ବିଚାରି କାର୍ଯ୍ୟ କରିବାକୁ ପଡିବ। ପରଚର୍ଚ୍ଚାରୁ ବିରତ ହେବା ଉଚିତ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ନୃତ୍ୟ-ସଙ୍ଗୀତ ପ୍ରିୟ ହୋଇପାରନ୍ତି। ସତ୍ୟାନୁରାଗୀ ହେବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୮

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ।

ରୋଗୀ- ଅସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।

ବୃଷ:~ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। ସାହାର୍ଯ୍ୟ କରିବାକୁ ଯାଇ ପର ପାଇଁ ନିଜେ ହଇରାଣରେ ପଡିପାରନ୍ତି । ଆର୍ଥିକ ସମସ୍ୟା ଯୋଗୁଁ ଅର୍ନ୍ତଦ୍ୱନ୍ଦ୍ୱ ଉପୁଜି ପାରେ। ଉଚ୍ଚ ଆଶା ଫଳବତୀ ହେବ। ସୁଖ-ଶାନ୍ତିରେ ଦିନଟି ଅତିବାହିତ କରିପାରନ୍ତି। ସାଧନାରେ ସିଦ୍ଧିପ୍ରାପ୍ତ ହେବେ। ସକଳଗୁଣର ଆଧାର ହୋଇପାରନ୍ତି।

ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୩

ଗୃହିଣୀ- ମାନସିକ ଶାନ୍ତି ପାଇବେ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ।

କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ।

ରୋଗୀ- ଅଳସୁଆ ଲାଗିପାରେ।

ଚାଷୀ- କ୍ଳାନ୍ତି ଅନୁଭବ କରିବେ।

ମିଥୁନ:~ ପାରିବାରିକ କ୍ଷେତ୍ରରେ ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍‌ବୁଝିବେ। ଦିନଟି ଶୁଭଫଳ ଦାୟକ ହେବ। ପରିବାରରେ ବୁଝାମଣାକୁ ସଜାଡି ନେଇ ପାରିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଲୋକ କଲ୍ୟାଣକର କାର୍ଯ୍ୟରେ ଅଭିରୁଚି ବଢିବ। ପାକକ୍ରିୟା ଜନିତ କେତେକ ସ୍ୱାସ୍ଥ୍ୟ ସମସ୍ୟା ଆସିବ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୬

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ।

ରୋଗୀ- ଅସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

କର୍କଟ:~ ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ଖର୍ଚ୍ଚାନ୍ତ ଯୋଗ ଅଛି। ଯାନବାହନ ଯୁକ୍ତ ହୋଇପାରନ୍ତି। ରାଜପୂଜିତ ଓ ପରାକ୍ରମଶାଳୀ ହେବେ। ବିବାଦୀୟ ବିତର୍କ ଶୁଣିବେ, ମାତ୍ର ଭାଗ ନେବେ ନାହିଁ। ସକଳ ଗୁଣଯୁକ୍ତ ଓ ସୁଖୀ ହେବେ।

ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~ ୪

ଗୃହିଣୀ- ମାନସିକ ଶାନ୍ତି ପାଇବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

କର୍ମଜୀବି- କରତ୍‌କର୍ମା ହେବେ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ସିଂହ:~ ଆଜି ଦିନଟିରେ ବିବାଦିୟ କଥାରେ ମୁଣ୍ଡ ନ ପୂରାଇବା ଭଲ ହେବ। ଧର୍ମ ଧାରଣାବଢିବ। ଅନ୍ତଃକରଣ ପବିତ୍ର ରହିବ। ଆହାର ବିହାରରେ ନିୟମିତ ନ ହେଲେ ସ୍ୱାସ୍ଥ୍ୟ ସମସ୍ୟା ଆସିପାରେ। ସଜ୍ଜନ ସଂପର୍କ, କାର୍ଯ୍ୟ ଶୃଙ୍ଖଳା, ସହଯୋଗ ଓ ଉତ୍ତମ ପାରିବାରିକ ବୁଝାମଣା ରହିବ।

ଶୁଭ ରଙ୍ଗ:~ ସବୁଜ, ଶୁଭ ଅଙ୍କ:~ ୫

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ୟୋଗା କରନ୍ତୁ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ସଫଳତା ମିଳିବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

କନ୍ୟା:~ ବାରମ୍ବାର କାନକୁହା କଥା ଶୁଣି ଆପଣଙ୍କ ପ୍ରିୟଲୋକଟିର ମନୋଭାବ ବଦଳିଯାଇପାରେ। ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସାମାନ୍ୟ ଶାରିରୀକ କ୍ଳେଶ ଭୋଗ କରିପାରନ୍ତି।

ଶୁଭ ରଙ୍ଗ:~ ୟେଲୋ । ଶୁଭ ଅଙ୍କ:~ ୩ ।

ଗୃହିଣୀ- ସୁଖୀ ହେବେ।

ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ।

କର୍ମଜୀବି- ସମ୍ମାନ ପାଇବେ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ।

ରୋଗୀ- ସତର୍କତାର ଦିନ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ।

ତୁଳା:~ ବ୍ୟବସାୟରେ ସମସ୍ୟା ଗୁରୁତର ଆକାର ଧାରଣ କରିବ ଓ କ୍ଷତିରେ ପଡିପାରନ୍ତି । ଶ୍ରମସାର୍ଥକ ହେବ । ଆନନ୍ଦ,ଉତ୍ସବ ଲାଗି ରହିବ । ଧୈର୍ଯ୍ୟବାନ୍ ହେବେ । ମନ ପ୍ରସନ୍ନ ରହିବ । ସୁଖ- ଶାନ୍ତି ପାଇଁ ପୂଜାର୍ଚ୍ଚନା କରିପାରନ୍ତି। ସରକାରୀ ଅର୍ଥ ମିଳିପାରେ । କୀର୍ତ୍ତି, ସନ୍ତୋଷ ଓବହୁ ବିଧ ଧନ ମିଳିବ।

ଶୁଭ ରଙ୍ଗ କ୍ରୀମ୍ , ଶୁଭ ଅଙ୍କ ୨

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

ବିଛା:~ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ। ଦୈହିକ କ୍ଳାନ୍ତି ଅବସାଦ ବଢିବ। ଉତ୍ସବାନୁଷ୍ଠାନରେ ସକ୍ରିୟ ଅଂଶ ଗ୍ରହଣ କରିବେ। କର୍ମ ପ୍ରେରଣା ଲାଭ, ଉତ୍ତମ ଭୋଜନ, ପାରିବାରିକ ସୁଖ, ଯାନ ବାହନରେ ବ୍ୟୟ ଓ ଆଇନ ଅଦାଲତରୁ ଶୁଭଫଳ ପାଇପାରନ୍ତି।

ଶୁଭ ରଙ୍ଗ:~ ଗାଢ ନୀଳ, ଶୁଭ ଅଙ୍କ:~ ୯

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ।

କର୍ମଜୀବି- କର୍ମଚଞ୍ଚଳ ରହିବେ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ।

ରୋଗୀ-ସତର୍କତାର ଦିନ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ଧନୁ:~ ବିଗତ ଦିନରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ସମାଧାନ ହୋଇଯିବ। ମିଳିଥିବା ସୁଯୋଗକୁ ହାତ ଛଡା କରିବେ ନାହିଁ। ଆନନ୍ଦ ଉଲ୍ଲାସରେ ସମୟ ଅତିବାହିତ କରିପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ। ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି ।

ଶୁଭ ରଙ୍ଗ:~ଗୋଲାପି, ଶୁଭ ଅଙ୍କ:~ ୫

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ସୁଖ ଅନୁଭବ କରିବେ।

ମକର:~ ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ। କର୍ମ କ୍ଷେତ୍ରରେ ମନୋମାଳିନ୍ୟ ଅଧିକ ରହିବ। କାର୍ଯ୍ୟ ବ୍ୟସ୍ତତା, କିଛି ସ୍ୱାସ୍ଥ୍ୟ ସମସ୍ୟା ଆଣିପାରେ। ମାନସିକ ଭୟ ଓ ଉଦବେଗ ବଢିପାରେ, ବନ୍ଧୁମାନେ ପରୋକ୍ଷରେ ଶତ୍ରୁତା ଆଚରଣ କରିବେ।

ଶୁଭରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୧

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- କ୍ଳାନ୍ତି ଅନୁଭବ କରିବେ।

କୁମ୍ଭ:~ ଆଜିର ଜୀବନଚର୍ଯ୍ୟା ରେ ବାଧ୍ୟ ବାଧକତାରେ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ମନ୍ତ୍ରଣାଦାତା ଓ ଶତ୍ରୁଦମନରେ ସଫଳ ହେବେ। ସର୍ବ ସୁଖ ମିଳିପାରେ। ନୀତିବାଦୀ ଓ ଶାସ୍ତ୍ରାଭ୍ୟାସୀ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। ସ୍ତ୍ରୀ ଧନ ହେତୁ ସୁଖୀ ହୋଇପାରନ୍ତି।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୩

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।

ମୀନ:~ ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ରକ୍ତ ପ୍ରଦୂଷଣ ସମସ୍ୟା ଆସିପାରେ। ପାରିବାରିକ ବୁଝାମଣା ରହିବ। ଏକାଧିକ କାର୍ଯ୍ୟରେ ହାତ ଦେଇ ହଇରାଣ ହେବେ। ମାନସିକ ଉଦବେଗ, ଅସ୍ଥିରତା ବୃଦ୍ଧି, ଦେବା ଦେବୀ ନିଷ୍ଠା ଅତୁଟ ରହିବ।

ଶୁଭ ରଙ୍ଗ:~ ହଳଦି, ଶୁଭ ଅଙ୍କ:~ ୩

ଗୃହିଣୀ- ମାନସିକ ଶାନ୍ତି ପାଇବେ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି।

କର୍ମଜୀବି- ସହଯୋଗ ମିଳିବ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଚାଷୀ- ଉତ୍ତମ ଫଳ ପାଇବେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।