ଅପରାଧ ରାଜ୍ୟ

ଅଜଣା ଗାଡି ଧକ୍କାରେ ଦୁଇ ମୃତ, ବାଇକରେ ଘରକୁ ଫେରୁଥିବାବେଳେ ଦୁର୍ଘଟଣା

ପଟ୍ଟାମୁଣ୍ଡାଇ୨୩/୦୯: ଅଜଣା ଗାଡି ଧକ୍କାରେ ଦୁଇ ମୃତ ଜଣେ ଗୁରୁତର । ରାଜକନିକା ପେଗର ପଡା ଚଡେଇଖିଆ ନାଳ ପାଖରେ ଅଘଟଣ । ତିନି ଜଣ ସାଙ୍ଗ ଗୋଟିଏ ବାଇକ ନିଜ ଘରକୁ ଫେରିବା ସମୟରେ ଅଘଟଣ ।

କେହି ଅଜଣା ଗାଡି ପିଟି ଚାଲି ଯାଇଥିବା ସନ୍ଦେହ । ମୃତକ ହେଲେ ପେଗରପଡ଼ା ଗାଁର ଦୋଳ ଗୋବିନ୍ଦ ସାହୁ କୌଶିକ ପଣ୍ଡା । ସେହିଭଳି ଗୁରୁତର ହେଲେ ଗୁରିଆ ସାହୁ । ଚିକିତ୍ସା ପାଇଁ ସେ କଟକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।