କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ପୂଜା ଆରମ୍ଭ

ଭଦ୍ରକ୧୫/୧୧: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କର ସପ୍ତମାତୃକା ପୂଜା ଆରମ୍ଭ ହୋଇଛି। ସପ୍ତମାତୃକା ବେଶର ସାତ ଦିନରେ ସାତଟି ଵେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦିଅନ୍ତି। ଆଜି ଦ୍ଵିତୀୟ ଦିନରେ ମହାକାଳୀ ଵେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ।

ମା ଭଦ୍ରକାଳୀ ସଵୁଦିନ ଶାନ୍ତ ରୂପେ ଦର୍ଶନ ଦେଉଥିଵା ଵେଳେ ଆଜି ଉଗ୍ରରୂପା ହୋଇ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦିଅନ୍ତି। ଶତ୍ରୁଙ୍କୁ ସଂହାର କରିବା ପାଇଁ ଏହି ଵେଶ ଧାରଣ କରିଥାନ୍ତି। ପହଡ ଖୋଲିଵା ପରେ ମାଆଙ୍କର ନୀତିକାନ୍ତୀ ଆରମ୍ଭ ହୋଇଛି। ପ୍ରତ୍ୟେକ ଦିନ ମା ଶାନ୍ତ ରୂପ ଧାରଣ କରୁଥିବା ବେଳେ ଆଜିର ବେଶ ରେ ମା ଉଗ୍ର ରୂପ ଧାରଣ କରନ୍ତି। ଆସନ୍ତାକାଲି ମା ରାଜରାଜେଶ୍ଵରୀ ବେଶ ଧାରଣ କରିବେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,