Subscribe to Updates

    Get the latest creative news from FooBar about art, design and business.

    What's Hot

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023
    Facebook Twitter Instagram
    Trending
    • ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
    • ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
    • ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା
    • ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
    • ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
    • ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ
    • ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
    • ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
    Monday, June 5
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ଅନଲାଇନରେ ସିଟ୍‌ ବେଲ୍‌ଟ ଆଲାର୍ମ ଷ୍ଟପର କ୍ଲିପ୍‌ ବିକ୍ରି ଉପରେ ରୋକ୍‌
    ଦେଶ ବିଦେଶ

    ଅନଲାଇନରେ ସିଟ୍‌ ବେଲ୍‌ଟ ଆଲାର୍ମ ଷ୍ଟପର କ୍ଲିପ୍‌ ବିକ୍ରି ଉପରେ ରୋକ୍‌

    NewsLaxmi7By NewsLaxmi7May 13, 2023Updated:May 13, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ନୂଆଦିଲ୍ଲୀ : ଇକମର୍ସ ସଂସ୍ଥାଗୁଡ଼ିକ ବିକ୍ରି କରୁଥିବା ସିଟ୍‌ ବେଲ୍‌ଟ ଆଲାର୍ମ ଷ୍ଟପର୍‌ କ୍ଲିପ୍ ବିକ୍ରି ଉପରେ ସରକାର ରୋକ୍ ଲଗାଇଛନ୍ତି। ଏହି କ୍ଲିପର ବିକ୍ରି ଗ୍ରାହକଙ୍କ ଜୀବନ ପ୍ରତି ବିପଦ ବୋଲି ଦର୍ଶାଇଛି କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ)। ବିକ୍ରି ବନ୍ଦ କରିବା ଲାଗି ପାଞ୍ଚଟି ଇ-କମର୍ସ ପ୍ଲାଟଫର୍ମକୁ ନିର୍ଦ୍ଦେଶ ଜାରି କରିଛି। ସିସିପିଏ ମୁଖ୍ୟ କମିଶନର ନିଧି ଖାରେଙ୍କ ନେତୃତ୍ୱରେ ସିସିପିଏ ଆମାଜନ, ଫ୍ଲିପକାର୍ଟ, ସ୍ନାପଡାଲ, ସପ୍‌କ୍ଲୁଜ ଏବଂ ମେସୋ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସିସିପିଏ ଦ୍ବାରା ଜାରି କରାଯାଇଥିବା ନିର୍ଦ୍ଦେଶକୁ ଧ୍ୟାନରେ ରଖି ସମସ୍ତ ପାଞ୍ଚଟି ଇ-କମର୍ସ ସଂସ୍ଥା ଦ୍ବାରା ଅନୁପାଳନ ରିପୋର୍ଟ ଦାଖଲ କରାଯାଇଥିଲା। ସିସିପିଏ ର ପଦକ୍ଷେପ ଉପରେ ଆଧାର କରି ପ୍ରାୟ ୧୩୧୧୮ କାର ସିଟ ବେଲ୍‌ଟ ଆଲାର୍ମ ଷ୍ଟପର କ୍ଲିପ୍‌ କୁ ଇକମର୍ସ ପ୍ଲାଟଫର୍ମରୁ ହଟାଇ ଦିଆଯାଇଛି।

    ଗ୍ରାହକଙ୍କ ସୁରକ୍ଷା ଏବଂ ମୂଲ୍ୟବାନ ଜୀବନ ଉପରେ ଉକ୍ତ ଉତ୍ପାଦର ଗମ୍ଭୀରତାକୁ ଧ୍ୟାନରେ ରଖି ସିସିପିଏ ଏହାକୁ ଡିଜି ଅନୁସନ୍ଧାନ (ସିସିପିଏ) କୁ ପଠାଇଲା। ଅନୁସନ୍ଧାନ ରିପୋର୍ଟରେ ଥିବା ସୁପାରିସ ଏବଂ ଇ-ବାଣିଜ୍ୟ ସଂସ୍ଥା ଦ୍ବାରା ଦିଆଯାଇଥିବା ଉପସ୍ଥାପନାକୁ ଆଧାର କରି, ସିସିପିଏ ଇ-କମର୍ସ ପ୍ଲାଟଫର୍ମକୁ ନିର୍ଦ୍ଦେଶନାମା ଜାରି କରିଛି ଯେଉଁଠାରେ ସେମାନଙ୍କୁ ସମସ୍ତ କାର୍ ସିଟ୍ ବେଲ୍ଟ ଆଲାର୍ମ ଷ୍ଟପର୍ କ୍ଲିପ୍ ଏବଂ ସଂପୃକ୍ତ ମୋଟର ଯାନ ଉପାଦାନଗୁଡ଼ିକୁ ସ୍ଥାୟୀ ଭାବରେ ତାଲିକାରୁ ବାଦ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

    ଏହିପରି ଉତ୍ପାଦଗୁଡିକର ତ୍ରୁଟିପୂର୍ଣ୍ଣ ବିକ୍ରେତାଙ୍କ ବିରୁଦ୍ଧରେ ନିଆଯାଇଥିବା ପଦକ୍ଷେପ ବିଷୟରେ ସିସିପିଏ କୁ ଜଣାଇବା ଏବଂ ଉପରୋକ୍ତ ନିର୍ଦ୍ଦେଶାବଳୀ ଉପରେ ଏକ ଅନୁପାଳନ ରିପୋର୍ଟ ସହିତ ବିକ୍ରେତାଙ୍କ ବିବରଣୀ ଦାଖଲ କରିବାକୁ ସେମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଗୁରୁତ୍ବପୂର୍ଣ୍ଣ କାରଣ ସଡ଼କ ପରିବହନ ମନ୍ତ୍ରାଳୟ ଦ୍ବାରା ପ୍ରକାଶିତ ସର୍ବଶେଷ ରିପୋର୍ଟ ଅନୁଯାୟୀ ୨୦୨୧ ମସିହାରେ ସିଟ୍ ବେଲ୍ଟ ନ ପିନ୍ଧି ୧୬୦୦୦ରୁ ଅଧିକ ଲୋକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ, ସେଥିମଧ୍ୟରୁ ୮୪୩୪ ଜଣ ଡ୍ରାଇଭର ଏବଂ ଅବଶିଷ୍ଟ ୭୫୯୫ ଜଣ ଯାତ୍ରୀ ଥିଲେ। ଅନ୍ୟପକ୍ଷରେ, ପ୍ରାୟ ୩୯୨୩୧ ଜଣ ଆହତ ହୋଇଛନ୍ତି ଯେଉଁଥିରୁ ୧୬୪୧୬ ଜଣ ଡ୍ରାଇଭର ଏବଂ ୨୨୮୧୮ ଜଣ ଯାତ୍ରୀ ଥିଲେ।

    Share. Facebook Twitter LinkedIn WhatsApp Email
    Previous Articleବିଜେପିରେ ମିଶିବେ ପୂର୍ବତନ ବିଧାୟକ ସୁବର୍ଣ୍ଣ!
    Next Article ଘାତକ ସାଜିଲା ମୁକୁଳା ଟ୍ରାନ୍ସଫର୍ମର୍‌: ଟଳିପଡ଼ିଲେ ୪ ହାତୀ
    NewsLaxmi7
    • Website

    Related Posts

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଦେଶ ବିଦେଶ

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ…

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    CBI ସ୍କାନରରେ ନରିନ୍ଦର ବାତ୍ରା, ହକି ଇଣ୍ଡିଆର ୩୫ ଲକ୍ଷ ଟଙ୍କା ବ୍ୟକ୍ତିଗତ କାମରେ ଲଗାଇଥିବା ଅଭିଯୋଗ

    July 20, 2022

    ବନ୍ତଳା ବନାଞ୍ଚଳ ତଳଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

    May 7, 2023

    ନଡ଼ିଆ ଗଛରେ ଅଜଣା ରୋଗ

    December 19, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.