ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଅନଲାଇନ୍‌ରେ ପରୀକ୍ଷା ଅଥବା ବାତିଲ୍ ଦାବିରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ଖୋର୍ଦ୍ଧା ୨୩।୪: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ରାସ୍ତା ଅବରୋଧ ଓ ବିକ୍ଷୋଭ । ଖୋର୍ଦ୍ଧା ଉପଖଣ୍ଡ ଅଧୀନରେ ଥିବା ସମସ୍ତ ଯୁକ୍ତ ଦୁଇ କଲେଜରେ ଅନଲାଇନରେ ପରୀକ୍ଷା ଅଥବା ବାତିଲ ଦାବିରେ ସମସ୍ତ କଲେଜର ଛାତ୍ର ସଂଗଠନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରାସ୍ତା ଅବରୋଧ ଓ ବିକ୍ଷୋଭ । ମାଟ୍ରିକ୍ ପରୀକ୍ଷା ବାତିଲ ଢାଞ୍ଚାରେ ନିୟମ ଲାଗୁ କରିବାକୁ ଦାବି ହୋଇଛି ।

ଏହି ଆନ୍ଦୋଳନରେ ଦୀର୍ଘ ସମୟ ପର୍ଯ୍ୟନ୍ତ ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ ଯୋଗୁଁ ଯାତାୟତ ବଧାପ୍ରାପ୍ତ ହୋଇଛି । ପରେ ପୋଲିସ ବୁଝାସୁଝା କରିବା ପରେ ଜିଲ୍ଲାପାଳଙ୍କୁ ଦାବିପତ୍ର ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି