ରାଜ୍ୟ

ଅନିର୍ଦ୍ଧିଷ୍ଟ କାଳ ପାଇଁ ଘରୋଇ ବସ୍ ସେବା ବନ୍ଦ କଲେ ମାଲକାନଗିରି ମାଲିକ ସଂଘ

ଆଜି ଠାରୁ ମାଲକାନଗିରି ଜିଲ୍ଲାରେ ଘରୋଇ ବସ ଚଳାଚଳ ବନ୍ଦ। ଜିଲ୍ଲାରେ ଚାଲୁଥିବା ଟାୟାର-୨ ଲକ୍ଷ୍ମୀ ବସ ଅର୍ଥାତ ବ୍ଲକ ସଦର ମହକୁମାରୁ ଜିଲ୍ଲା ସଦର ମହକୁମାକୁ ଯାତାୟତ କରୁଥିବା ଶୀତତାପ ନିୟନ୍ତ୍ରିତ ଲକ୍ଷ୍ମୀ ବସକୁ ବିରୋଧ କରିଛି ଜିଲ୍ଲା ଘରୋଇ ବସ ମାଲିକ ସଂଘ।

ମାଲକାନଗିରି: ଆଜି ଠାରୁ ମାଲକାନଗିରି ଜିଲ୍ଲାରେ ଘରୋଇ ବସ ଚଳାଚଳ ବନ୍ଦ। ଜିଲ୍ଲାରେ ଚାଲୁଥିବା ଟାୟାର-୨ ଲକ୍ଷ୍ମୀ ବସ ଅର୍ଥାତ ବ୍ଲକ ସଦର ମହକୁମାରୁ ଜିଲ୍ଲା ସଦର ମହକୁମାକୁ ଯାତାୟତ କରୁଥିବା ଶୀତତାପ ନିୟନ୍ତ୍ରିତ ଲକ୍ଷ୍ମୀ ବସକୁ ବିରୋଧ କରିଛି ଜିଲ୍ଲା ଘରୋଇ ବସ ମାଲିକ ସଂଘ। ଏଥିଲାଗି ଯାତ୍ରୀ ହନ୍ତସନ୍ତ ହେଉଥିବା ପରିଲକ୍ଷିତ ହେଉଛନ୍ତି।

ଏହି ବସ ଯାତାୟତ କଲେ ଘରୋଇ ବସରେ ଯାତ୍ରୀ ନ ହେବା ସହ ଅନେକ କ୍ଷତି ସହିଛନ୍ତି ବସ ମାଲିକ ସଂଘ। ତେଣୁ ଏହି ବସ ଚଳାଚଳ ବନ୍ଦ ନହେବା ପର୍ଯ୍ୟନ୍ତ ଅନିର୍ଦ୍ଧିଷ୍ଠ କାଳ ପାଇଁ ବନ୍ଦ ଜିଲ୍ଲା ଘରୋଇ ବସ ମାଲିକ ସଂଘ। ଏହାର ପ୍ରଭାବରେ ତମାମ ଜିଲ୍ଲାରେ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେବାର ଦେଖିବାକୁ ମିଳିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।