ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଅନ୍‌ଲାଇନ୍‌ ଗେମ୍‌ ନେଲା ଜୀବନ, ୧୦ ହଜାର ହରାଇବାରୁ ଝୁଲିପଡ଼ିଲେ ଯୁବକ

ଆଳି, ୦୫।୦୭: ଗେମ୍ ଖେଳିବା ବେଳେ ୧୦,୦୦୦ ଟଙ୍କା ହାରିଯିବାରୁ ଯୁବକଙ୍କ ଆତ୍ମହତ୍ୟା l ଏମିତି ଘଟଣା ଘଟିଛି ଆଳି ଥାନା ଅନ୍ତର୍ଗତ ମାନପୁର ଗ୍ରାମରେ l ମୃତ ଯୁବକ ହେଲେ ଆଶିଷ କୁମାର ଦାସ l ଆଶିଷ ଅନଲାଇନରେ ଗେମ୍ ଖେଳିବା ବେଳେ ୧୦ ହଜାର ଟଙ୍କା ହାରିଯିବାରୁ ମ୍ରିୟମାଣ ହୋଇ ଫ୍ୟାନରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି l

ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ ଆଶିଷ ଘର କବାଟ ଭିତରୁ ବନ୍ଦ କରି ଫ୍ୟାନରେ ରଶି ଦେଇ ଆତ୍ମହତ୍ୟା କରିଛନ୍ତି l ଝରକା ବାଟେ ଆଶିଷଙ୍କ ଝୁଲୁଥିବା ମୃତଦେହ ଦେଖି ପରିବାର ଲୋକେ ଘର କବାଟ ଭାଙ୍ଗି ତାଙ୍କୁ ଉଦ୍ଧାର କରି ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ l ଡାକ୍ତର ଆଶିଷଙ୍କୁ ମେଡିକାଲରେ ମୃତ ଘୋଷଣା କରିଥିବା ସୂଚନା ମିଳିଛି l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ