ଦେଶ ବିଦେଶ ମନୋରଞ୍ଜନ

ଅଭିନେତ୍ରୀ ମାଲଭି ମାଲହୋତ୍ରାଙ୍କୁ ପ୍ରାଣଘାତୀ ଆକ୍ରମଣ : ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି


ମୁମ୍ବାଇ ୨୭/୧୦: କେତେକ ହିନ୍ଦୀ ଫିଲ୍ମ ଏବଂ ଟିଭି ଧାରାବାହିକରେ କାମ କରିଥିବା ଅଭିନେତ୍ରୀ ମାଲଭି ମାଲହୋତ୍ରାଙ୍କୁ ପ୍ରାଣଘାତୀ ଆକ୍ରମଣ ହୋଇଛି। ଆକ୍ରମଣ ପରେ ମାଲଭି ମାଲହୋତ୍ରାଙ୍କ ମୁମ୍ବାଇର କୋକିଳାବେନ ଅମ୍ବାନି ହସ୍ପିଟାଲରେ ଚିକିତ୍ସା ଚାଲିଛି।

ଗତକାଲି ରାତିରେ ମାଲଭି ମାଲହୋତ୍ରାଙ୍କ ଜଣେ ପୁରୁଣା ବନ୍ଧୁ ତାଙ୍କ ଶରୀରକୁ ୩ଥର ଛୁରୀରେ ଆକ୍ରମଣ କରିଛନ୍ତି। ଏହି ମାମଲାକୁ ନେଇ ମୁମ୍ବାଇର ଭର୍ସୋଭା ପୋଲିସ୍ ଥାନାରେ ମାମଲା ରୁଜୁ କରାଯାଇଛି। ବର୍ତ୍ତମାନ ଚିକିତ୍ସା ପରେ ଅଭିନେତ୍ରୀଙ୍କ ଅବସ୍ଥାରେ ସୁଧାର ଆସିଛି ବୋଲି କୁହାଯାଉଛି।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ