Subscribe to Updates

    Get the latest creative news from FooBar about art, design and business.

    What's Hot

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023
    Facebook Twitter Instagram
    Trending
    • ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି
    • ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର
    • ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା
    • ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ
    • ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ
    • ବଦଳିବ ଭିତରକନିକାର ରୂପରେଖ
    • କାଜୁ କେଜି ୫ ହଜାର, ଚାଷୀ ପାଉଛି ୭୦
    • ଜାତୀୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା: ବ୍ରହ୍ମପୁର ଜେଲ୍‌ର ବନ୍ଦୀ ହେଲେ ପ୍ରଥମ
    Monday, May 29
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ଅମଳ ହୋଇଥିବା ଫସଲ ଆଣିବା ଲାଗି ଶଗଡ଼ରେ ଯାଉଥିଲେ ଚାଷୀ ଦମ୍ପତି: ଚାପି ଦେଲା ଟ୍ରକ୍
    ଅପରାଧ

    ଅମଳ ହୋଇଥିବା ଫସଲ ଆଣିବା ଲାଗି ଶଗଡ଼ରେ ଯାଉଥିଲେ ଚାଷୀ ଦମ୍ପତି: ଚାପି ଦେଲା ଟ୍ରକ୍

    NewsLaxmi7By NewsLaxmi7November 24, 2022No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ବ୍ଲକର ଅସୁରଖୋଳ ଗ୍ରାମ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଶଗଡ଼କୁ ପଛରୁ ଟ୍ରକ୍ ପିଟିବା ଫଳରେ ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଦୁଇ ବଳଦଙ୍କର ବି ପ୍ରାଣହାନି ଘଟିଛି।

    ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ଚାଷୀ ଦମ୍ପତି ନିଜର ଅମଳ ହୋଇଥିବା ଫସଲ ଆଣିବା ଲାଗି ଶଗଡ଼ରେ କ୍ଷେତକୁ ଯାଉଥିଲେ। ହଠାତ୍ ତିଲେଇବଣି ଛକରେ ଶଗଡ଼କୁ ପଛରୁ ଟ୍ରକଟିଏ ପିଟିଥିଲା। ଏଥିରେ ସେଦୁହେଁ ଚାପି ହୋଇଯାଇଥିଲେ। ଏହାଫଳରେ ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଦୁଇ ବଳଦଙ୍କର ବି ପ୍ରାଣହାନି ଘଟିଥିଲା। ଦୁର୍ଘଟଣା ପରେ ଟ୍ରକ୍ ଛାଡ଼ି ଡ୍ରାଇଭର ଫେରାର ହୋଇଯାଇଥିବାର ଖବର ମିଳିଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

    ଦେବଗଡ଼ ଥାନା ଅନ୍ତର୍ଗତ ୪୯ନଂ ଜାତୀୟ ରାଜପଥର ତିଲେଇବଣି ନିକଟରେ ଆଜି ସକାଳେ ଶଗଡ଼ ନେଇ ଜମିକୁ ସ୍ବାମୀ ଓ ତ୍ସୀ ଯାଉଥିବାବେଳେ ପଛପଟୁ ଟ୍ରକ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ସ୍ବାମୀ ଓ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅସୁରଖୋଳ ଗ୍ରାମର ଶରତ ସାହୁ ଓ ତାଙ୍କ ବିଶାଖା ସାହୁ । ଏହାସହିତ ଗୋଟିଏ ବଳଦର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଏକ ବଳଦ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି ।

    ଅସୁରଖୋଳ ଗ୍ରାମର ଶରତ ସାହୁ ଓ ତାଙ୍କ ସ୍ତ୍ରୀ ବିଶାଖା ସାହୁ ଆଜି ସକାଳେ ତାଙ୍କର ଶଗଡ଼ ନେଇ ନିଜ ଜମିକୁ ଯାଉଥିଲେ। ତେବେ ଦେବଗଡ଼ ପଟୁ ସମ୍ବଲପୁର ଅଭିମୁଖେ ଯାଉଥିବା ଟ୍ରକ ତାଙ୍କୁ ପଛ ପଟୁ ଧକ୍କା ଦେଇଥିଲା। ତେବେ ଘଟଣାସ୍ଥଳରେ ହିଁ ଶରତ ଓ ତାଙ୍କ ବିଶାଖାଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟପଟେ ଟ୍ରକରେ ଚାପି ହୋଇ ଗୋଟିଏ ବଳଦର ମୃତ୍ୟୁ ଘଟିଛି। ତେବେ ଦୁର୍ଘଟଣା ଘଟିବା ପରେ ଟ୍ରକର ଡ୍ରାଇଭର ଓ ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଖବରପାଇ ତିଲେଇବଣି ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ କ୍ଷତିପୁରଣ ପ୍ରଦାନ ଦାବିରେ ଲୋକମାନେ ରାଜପଥରେ ରାସ୍ତାରୋକ କରିଥିବା ଜଣାପଡ଼ିଛି । ରାସ୍ତାରୋକ ଫଳରେ ସମ୍ବଲପୁର-ଦେବଗଡ଼ ଯାତାୟତ ବାଧାପ୍ରାପ୍ତ ହୋଇଛି।

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleଶଗଡ ଉପରେ ଓଲଟିଲା ଧାନ ବୋଝେଇ ଟ୍ରକ୍, ସ୍ୱାମୀ-ସ୍ତ୍ରୀ ମୃତ
    Next Article ବିଳମ୍ୱିତ ରାତିରେ ମାତିଲେ ଦୁର୍ବୃତ୍ତ, ବାଇକ ଓ ସାଇକେଲରେ ପେଟ୍ରୋଲ ଢ଼ାଳି ଲଗାଇଦେଲେ ନିଆଁ
    NewsLaxmi7
    • Website

    Related Posts

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଅପରାଧ

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ନିଶ୍ଚିନ୍ତକୋଇଲି : ବାଲିଘାଟକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ଶନିବାର ବିଳମ୍ବିତ ରାତିରେ ଏକ…

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    କିଏଭରେ ପୁଣି ଆତଙ୍କ ଖେଳାଇଲା ପୁଟିନ ସେନା, ବିମାନରୁ କଲା ମିସାଇଲ ଆକ୍ରମଣ

    June 6, 2022

    ଡାବୁଗାଁରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ

    November 30, 2021

    ଯକୃତକୁ ସଫା ଏବଂ ସୁସ୍ଥ ରଖିବା ପାଇଁ ଖାଆନ୍ତୁ ଏହି ୬ଟି ଜିନିଷ

    December 29, 2020
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.