ରାଜ୍ୟ

ଅସାବଧାନତା କାରଣରୁ ଖସିପଡିଲେ ୨ ଯାତ୍ରୀ, ଟ୍ରେନ ଅଟକାଇଲେ ଲୋକେ

ଯାଜପୁର ୧୯/୧୧: ଟ୍ରେନ ଛାଡ଼ିଦେବାରୁ ଖସିପଡିଲେ ୨ଜଣ ଯାତ୍ରୀ । ଟ୍ରେନ୍‌କୁ ଅଟକ ରଖିଛନ୍ତି ସ୍ଥାନୀୟ ଲୋକେ । ଯାଜପୁର ଜିଲ୍ଲା ଦୁଲାଖାପାଟଣା ଷ୍ଟେସନରେ ଅଟକିଛି ଡିଏମୟୁ ଟ୍ରେନ । ତେବେ ଗାର୍ଡଙ୍କୁ ଅଟକ ରଖିଛନ୍ତି ଯାତ୍ରୀ ।

ଦୁଇ ଜଣଙ୍କୁ ନିକଟସ୍ଥ କୋରାଇ ମେଡିକାଲକୁ ପଠାଯାଇଥିବା ସୂଚନା । ସେଥିମଧ୍ୟରୁ ଜଣେ ଯାତ୍ରୀ ହେଉଛନ୍ତି ସେହି ଅଞ୍ଚଳ ଦୁଲାଖା ପାଟଣାର ବଟକୃଷ୍ ସେଠୀ ବୟସ ୩୬ ବୋଲି ଜଣା ପଡିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।