ଦେଶ ବିଦେଶ ଧର୍ମ ରାଜ୍ୟ

ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ପିତୃପକ୍ଷ, ବିଭିନ୍ନ ଜଳାଶୟରେ ଭିଡ଼

ପୁରୀ ୨୧।୦୯: ଆଜିଠାରୁ ପିତୃପକ୍ଷ ଆରମ୍ଭ ହୋଇଛି। କୋଭିଡ କଟକଣା ଯୋଗୁଁ କୌଣସି ଭକ୍ତଙ୍କୁ ଶ୍ରୀମନ୍ଦିରରେ ପିଣ୍ଡଦାନ ପାଇଁ ଅନୁମତି ନଥିବାରୁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଗହଳି ଦେଖିବାକୁ ମିଳିଛି।

ତେବେ ବହୁ ଲୋକ ନିଜ ନିଜ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଛନ୍ତି। ଏନେଇ ମଙ୍ଗଳବାର ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ ଅର୍ପଣ କରୁଥିବାର ଦେଖିବାକୁ ମିଳିଛି। ଦୀର୍ଘ ପନ୍ଦର ଦିନ ଧରି ପିତୃପୁରୁଷମାନଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲୁରହିବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ