Subscribe to Updates

    Get the latest creative news from FooBar about art, design and business.

    What's Hot

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023
    Facebook Twitter Instagram
    Trending
    • ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍
    • ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌
    • ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ
    • ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ
    • ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୩ଜଣଙ୍କୁ ସ୍ଥାୟୀ ନିଯୁକ୍ତି: ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ପାଇଁ ବୋର୍ଡକୁ ଚିଠି
    • ଶିକାରୀଙ୍କ ପଞ୍ଝାରେ ବନ୍ୟଜନ୍ତୁ, ଓଡ଼ିଶା ଜଙ୍ଗଲରୁ ଶେଷ କରିଦେବେ ବାଘ
    • ଅର୍ଥାଭାବରୁ ଅସହାୟ ବାପା: ଲୁହା ଶିକୁଳିରେ ବନ୍ଦୀ ଦିବ୍ୟାଙ୍ଗ ପୁଅ
    • ମହିଳାଙ୍କୁ ନେଇ ଚାଲିଛି ବ୍ରାଉନ୍‌ସୁଗାର କାରବାର
    Friday, May 26
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଆଜିଠାରୁ ପାଗ ଶୁଖିଲା, ବଢ଼ିବ ଖରା
    ରାଜ୍ୟ

    ଆଜିଠାରୁ ପାଗ ଶୁଖିଲା, ବଢ଼ିବ ଖରା

    NewsLaxmi7By NewsLaxmi7May 6, 2023Updated:May 6, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ବର : କାଳବୈଶାଖୀ ପ୍ରଭାବରେ ୨ ସପ୍ତାହ ହେଲା ରାଜ୍ୟରେ ମେଘୁଆ ପାଗ ଓ ବର୍ଷା ଲାଗି ରହିଥିବା ବେଳେ ଆଜି (ଶନିବାର)ଠାରୁ ଏଥିରେ ପରିବର୍ତ୍ତନ ହେବ। ରାଜ୍ୟରେ ଖରା ବଢ଼ିବା ସହ ତାପମାତ୍ରା ୩ରୁ ୫ଡିଗ୍ରି ଯାଏ ବଢ଼ିବ। ଫଳରେ ପୁଣି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ର କହିଛି, ଆଜିଠାରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ଓ ଖରାଟିଆ ରହିବ। ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିପାରେ। ଦିନର ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।

    Skymet Weather

    ଅନ୍ୟପଟେ ଶନିବାର ଦିନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ସେହି ଅଞ୍ଚଳରେ ହିଁ ୭ ତା‌ରିଖ ଦିନ ଏକ ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପଟି ଧୀରେଧୀରେ ଅଧିକ ଘନୀଭୂତ ହେବ ଓ ୮ ତାରିଖ ସୁଦ୍ଧା ଏକ ଅବପାତର ରୂପ ନେବ। ଧୀରେଧୀରେ ଅବପାତଟି ଉତ୍ତର ଦିଗରେ ଗତି କରିବା ସହ ଅଧିକରୁ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିବ। ତେବେ ଆସନ୍ତ‌ା ୭ ତାରିଖ ଲଘୁଚାପ ସୃଷ୍ଟି ପରେ ବାତ୍ୟାର ଗତିପଥ, ତୀବ୍ରତା ନେଇ ଅଧିକ ସ୍ପଷ୍ଟ କହି ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

    Share. Facebook Twitter LinkedIn WhatsApp Email
    Previous Articleରାସ୍ତାକଡ଼ରେ ବାସି-ରଙ୍ଗମିଶା ଖାଦ୍ୟ! ବେଳାଭୂମି ପ୍ରଦୂଷିତ ଖାଦ୍ୟର ପେଣ୍ଠ ପାଲଟିଛି
    Next Article ବାଟବଣା ତାଳଗୁଡ଼ ସମବାୟ ଶିଳ୍ପ: ମିଛ ଟାର୍ଗେଟରେ ସରକାରଙ୍କୁ ଠକୁଛନ୍ତି
    NewsLaxmi7
    • Website

    Related Posts

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍…

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ୨୪ ତାରିଖରୁ ଭୁବନେଶ୍ୱରରେ ହେବ ଜୁନିଅର ହକି ବିଶ୍ୱକପ୍

    November 11, 2021

    ତୁମେ ରୂପବତୀ, ବିତ୍ତବତୀ ଓ ବୁଦ୍ଧିମତୀ ହୁଅ

    July 19, 2021

    ଆରୟନଙ୍କ ପରେ ଗିରଫ ହୋଇପାରନ୍ତି ଶାହାରୁଖଙ୍କ ଡ୍ରାଇଭର, ଚାଲିଛି ପଚରାଉଚରା

    October 9, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.