Subscribe to Updates

    Get the latest creative news from FooBar about art, design and business.

    What's Hot

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023
    Facebook Twitter Instagram
    Trending
    • ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
    • ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
    • ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା
    • ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
    • ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
    • ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ
    • ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
    • ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
    Saturday, June 3
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଆଜିଠୁ ଆରମ୍ଭ ହେଲା ଏସଇବିସି ସର୍ଭେ: ବିଜେପିର ଅଭିଯୋଗ ଉପରେ ସ୍ପଷ୍ଟୀକରଣ ରଖିଲେ ମନ୍ତ୍ରୀ
    ରାଜ୍ୟ

    ଆଜିଠୁ ଆରମ୍ଭ ହେଲା ଏସଇବିସି ସର୍ଭେ: ବିଜେପିର ଅଭିଯୋଗ ଉପରେ ସ୍ପଷ୍ଟୀକରଣ ରଖିଲେ ମନ୍ତ୍ରୀ

    NewsLaxmi7By NewsLaxmi7May 1, 2023Updated:May 1, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ଏସଇବିସି ସର୍ଭେ। ସାରା ରାଜ୍ୟର ଏହି ସର୍ଭେ ଚାଲିଛି। ଏନେଇ ଭୁବନେଶ୍ୱର ମେୟର ସୁଲୋଚନା ଦାସ ସୂଚନା ଦେଇ କହିଛନ୍ତି, ଭୁବନେଶ୍ୱରର ୭୦ ସ୍କୁଲର ୧୦୧ଟି ସେଣ୍ଟର୍ ରେ ହେଉଛି ସର୍ଭେ। ଭୋଟର ଆଇ କାର୍ଡ, ପାସପୋର୍ଟ, ପ୍ୟାନ କାର୍ଡ, ଆଧାର କାର୍ଡ ମଧ୍ୟରୁ ଯେ କୌଣସି ଗୋଟିଏ ତଥ୍ୟ ଦେଇ ସର୍ଭେରେ ନିଜ ନାଁ ସାମିଲ କରୁଛନ୍ତି ଏହି ବର୍ଗର ଲୋକେ। ନୋଡାଲ ଅଫିସର, ମେୟର ସେଣ୍ଟର୍ ଗୁଡ଼ିକ ବୁଲି ଦେଖୁଛନ୍ତି। ୨୦ ତାରିଖ ଯାଏ ସର୍ଭେ ଏବଂ ୨୦ ରୁ ୨୭ ତାରିଖ ଯାଏ ସ୍ପେସାଲ୍ ସର୍ଭେ ହେବ। ବ୍ରାହ୍ମଣ, କରଣ, ଏସ ସି, ଏସ ଟିକୁ ବାଦ ଦେଲେ 208ଟି ଜାତି ଏହି ସର୍ଭେରେ ଭାଗ ନେବେ। ଏହି ବର୍ଗର ଲୋକ ମାନଙ୍କ ଶିକ୍ଷା ଓ ସାମାଜିକ ସ୍ଥିତି ଜାଣିବା ଏହି ସର୍ଭେ ଉଦ୍ଦେଶ୍ୟ।
    ଏଣେ ସର୍ଭେରେ ସାମିଲ ହେବା ଲାଗି ସମସ୍ତ ପଛୁଆ ବର୍ଗର ଲୋକଙ୍କୁ ନିବେଦନ କରିଛନ୍ତି ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା। ସେ କହିଛନ୍ତି, ପଛୁଆ ବର୍ଗ ସର୍ଭେ ଆଜିଠୁ ଆରମ୍ଭ କରାଯାଇଛି। ୨୭ତାରିଖ ପର୍ଯ୍ୟନ୍ତ ଏହି ସର୍ଭେ ଚାଲିବ। ପଛୁଆ ବର୍ଗର ସମସ୍ତ ଭାଇ ଭଉଣୀ ମାନଙ୍କୁ ଅନୁରୋଧ କରୁଛି ସମସ୍ତେ ଏହି ସର୍ଭେ ରେ ସାମିଲ ହୁଅନ୍ତୁ। ସାମାଜିକ ଶିକ୍ଷାଗତ ସ୍ଥିତି ଜାଣିବାକୁ ଏହି ସର୍ଭେ କରାଯାଉଛି। ପ୍ରତ୍ୟେକ ଅଙ୍ଗନବାଡି କେନ୍ଦ୍ର କି ସର୍ଭେ ସେଣ୍ଟରକୁ ଯାଇ ନିଜ ନିଜର ତଥ୍ୟ ଦାଖଲ କରନ୍ତୁ।


    ତେଣେ ବିଜେପିର ଅଭିଯୋଗ ଉପରେ ମନ୍ତ୍ରୀ ସ୍ପଷ୍ଟୀକରଣ ଦେଇ କହିଛନ୍ତି, କିଏ କଣ ଅଭିଯୋଗ କଲେ ସେଥିରେ କିଛି ନାହିଁ। ପଛୁଆ ବର୍ଗ ଙ୍କ ସାମାଜିକ ଓ ଶିକ୍ଷା ଗତ ସ୍ଥିତି ଜାଣିବା ପାଇଁ ଆମେ ଏହି ସର୍ଭେ କରୁଛୁ।

    Share. Facebook Twitter LinkedIn WhatsApp Email
    Previous Articleଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ଝଟକା: ଇସ୍ତଫା ଦେଲେ ଝାରସୁଗୁଡ଼ା ଜିଲ୍ଲା ସଭାପତି
    Next Article ବଢ଼ୁଛି ଉପକୂଳ ଓଡ଼ିଶା ତାତି: ରାଜ୍ୟର ଉତ୍ତପ୍ତ ସହର ଭୁବନେଶ୍ବର
    NewsLaxmi7
    • Website

    Related Posts

    ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ

    June 2, 2023

    ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ

    June 2, 2023

    ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ

    June 2, 2023

    ସଅଳ ହେବ ସ୍ନାନପୂର୍ଣ୍ଣିମା ନୀତିକାନ୍ତି: ଶ୍ରୀବିଗ୍ରହ ସମ୍ମୁଖରେ ଛିଡ଼ା‌ହେବେନି ସେବକ

    June 2, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଦେଶ ବିଦେଶ

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ…

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ

    May 29, 2023

    ଜୁନ୍‌ ୩୦ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

    June 30, 2021

    ଶିକ୍ଷୟିତ୍ରୀଙ୍କ ତଣ୍ଟି କାଟିବା ପରେ ନିଜ ତଣ୍ଟି କାଟିଲା ଯୁବକ

    January 31, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.