ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ରାଜ୍ୟରେ ଏବେ କିଛି ସ୍ଥାନରେ ଦିନରେ ପ୍ରଚଣ୍ଡ ଖରା ଓ ରାତିରେ ଶୀତ ଜାରି ରହିଛି। ଗତକାଲି ରାତିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିଠାରେ ୭.୬ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଫୁଲବାଣୀରେ ୧୦.୫ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ଆଜି ରାତିରୁ ରାଜ୍ୟର ପାରଦସ୍ତର ଖସିବା ଆରମ୍ଭ କରିବ। ୨ ଦିନରେ ପାଖାପାଖି ୩ ଡିଗ୍ରି ପର୍ଯ୍ୟନ୍ତ ରାତି ତାପମାତ୍ରା ଖସିବ। ଫଳରେ ରାଜ୍ୟରେ କିଛି ଅଞ୍ଚଳରେ ପ୍ରବଳ ଶୀତ ଓ ଅନ୍ୟ କିଛି ଅଞ୍ଚଳରେ ହାଲୁକା ଶୀତ ଅନୁଭୂତ ହେବ।
ଏହା ପରବର୍ତୀ ୨ରୁ ୩ ଦିନରେ ୩ ଡିଗ୍ରି ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ। ଫଳରେ ଶୀତ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପଟେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ଅଧିକ ରହିଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l