କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଆଜି ଛତିଶା ନିଯୋଗ ବୈଠକ, ନିଆଯାଇପାରେ ବଡ ନିଷ୍ପତ୍ତି

ପୁରୀ ୧୬।୪: ଶୁକ୍ରବାର ଛତିଶା ନିଯୋଗ ବୈଠକ । ଭର୍ଚୁଆଲରେ ଗୁଗୁଲ ମିଟ୍ ମାଧ୍ୟମରେ ଦିନ ୧୨ଟାରେ ହେବ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷ୍ଣନ କୁମାରଙ୍କ ଅଧ୍ୟକ୍ଷତାରେ ବୈଠକ ହେବ । ଏହି ବୈଠକରେ ଜିଲ୍ଲାପାଳ, ଏସପି, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀଙ୍କ ସମେତ ଛତିଶା ନିଯୋଗର ସମସ୍ଥ କର୍ମକର୍ତ୍ତା ଉପସ୍ଥିତ ରହିବେ । କରୋନା ସମୟରେ ଶ୍ରୀମନ୍ଦିରରେ କିଭଳି ଦର୍ଶନ ବ୍ୟବସ୍ଥା ରହିବ ନା ବନ୍ଦ କରାଯିବ। ଜୀବନ ଜୀବିକାକୁ କିପରି ସନ୍ତୁଳିତ କରାଯାଇପାରିବ ତାକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,