Subscribe to Updates

    Get the latest creative news from FooBar about art, design and business.

    What's Hot

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023
    Facebook Twitter Instagram
    Trending
    • ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍
    • ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌
    • ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ
    • ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ
    • ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୩ଜଣଙ୍କୁ ସ୍ଥାୟୀ ନିଯୁକ୍ତି: ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ପାଇଁ ବୋର୍ଡକୁ ଚିଠି
    • ଶିକାରୀଙ୍କ ପଞ୍ଝାରେ ବନ୍ୟଜନ୍ତୁ, ଓଡ଼ିଶା ଜଙ୍ଗଲରୁ ଶେଷ କରିଦେବେ ବାଘ
    • ଅର୍ଥାଭାବରୁ ଅସହାୟ ବାପା: ଲୁହା ଶିକୁଳିରେ ବନ୍ଦୀ ଦିବ୍ୟାଙ୍ଗ ପୁଅ
    • ମହିଳାଙ୍କୁ ନେଇ ଚାଲିଛି ବ୍ରାଉନ୍‌ସୁଗାର କାରବାର
    Sunday, May 28
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ଆଜି ନବୀନ-ମୋଦୀ ସାକ୍ଷାତ
    ଦେଶ ବିଦେଶ

    ଆଜି ନବୀନ-ମୋଦୀ ସାକ୍ଷାତ

    NewsLaxmi7By NewsLaxmi7May 11, 2023Updated:May 11, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪ ଦିନିଆ ଗସ୍ତ‌ରେ ଆସି ବୁଧବାର ଦିନ ଦିଲ୍ଲୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସାମ୍ବାଦିକମାନଙ୍କୁ ଏହି ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ ଅବସରରେ ସେ ରାଜ୍ୟ ସ୍ବାର୍ଥ ସମ୍ବଳିତ ବିଭିନ୍ନ ଦାବି ଉପସ୍ଥାପନ କରିବେ ବୋଲି କହିଛନ୍ତି। ହେଲେ ନିର୍ଦ୍ଦିଷ୍ଟ ଭାବେ ସେ କେଉଁ ସବୁ ଦାବି ପ୍ରଧାନମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନ କରିବେ ସେ ନେଇ ମୁଖ୍ୟମନ୍ତ୍ରୀ କୌଣସି ସୂଚନା ଦେଇନାହାନ୍ତି।

    ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦିଲ୍ଲୀରେ ଓଡ଼ିଶାର କେନ୍ଦ୍ର ନିକଟରେ ପଡ଼ିରହିଥିବା ବିଭିନ୍ନ ପ୍ରସ୍ତାବ ଓ ଦାବିଗୁଡ଼ିକର ସମୀକ୍ଷା କରିବେ। ଏଥି ସହିତ ଦିଲ୍ଲୀ ରହଣି କାଳରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀମାନଙ୍କ ସହିତ ସାକ୍ଷାତ ଆଲୋଚନା କରିବାର ସମ୍ଭାବନା ମଧ୍ୟ ରହିଛି। ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବେ।

    Share. Facebook Twitter LinkedIn WhatsApp Email
    Previous Articleସ୍ବର୍ଣ୍ଣ ମନ୍ଦିର ନିକଟରେ ପ୍ରଚଣ୍ଡ ବିସ୍ଫୋରଣ ଶବ୍ଦ; ସନ୍ଦିଗ୍ଧ ଅଟକ
    Next Article ଆଦାନି-ହିଣ୍ଡେନ୍‌ବର୍ଗ ମାମଲା: ମୁଦା ଲଫାପାରେ ରିପୋର୍ଟ ଦେଲା କମିଟି
    NewsLaxmi7
    • Website

    Related Posts

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍…

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ରାଜ୍ୟରେ ପୁଣି ୧୦ ଜଣ ସଂକ୍ରମିତଙ୍କ ପ୍ରାଣହାନି: କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି

    January 28, 2022

    ଅଭିନେତ୍ରୀ କନିଷ୍କା ନିଜେ ନିଜକୁ କଲେ ବିବାହ, କହିଲେ-ମୋତେ ପୁରୁଷ ଦରକାର ନାହିଁ

    August 18, 2022

    ୮୦ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ୪ ଗିରଫ

    October 31, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.