ମନୋରଞ୍ଜନ ରାଜ୍ୟ

ଆଜି ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ, ଭାରତୀୟ ମୁକ୍ତି ସଂଗ୍ରାମର ଥିଲେ ଅନ୍ୟତମ ମହାନାୟକ

ସମ୍ବଲପୁର ୨୩।୦୧: ୨୩ ଜାନୁଆରୀ ୧୮୦୯ ଭାରତ ଇତିହାସର ଏକ ପ୍ରମୁଖ ଦିବସ । ଏହି ଦିନ ଭାରତୀୟ ମୁକ୍ତି ସଂଗ୍ରାମର ଅନ୍ୟତମ ମହାନାୟକ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ । ସମ୍ବଲପୁର ଜିଲ୍ଲାର ବୀର ମାଟି ଖିଣ୍ଡାରେ ତାଙ୍କର ଜନ୍ମ ।

ଆଜି ସ୍ବାଧିନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ ତମ ଜନ୍ମଜୟନ୍ତୀ | ଆଜିର ଦିନରେ ୧୮୦୯ ମସିହାରେ ସମ୍ବଲପୁର ଜିଲ୍ଲାର ଖିଣ୍ଡା ଗ୍ରାମର ଜନ୍ମଗ୍ରହଣ କରିଥିଲେ ବୀରପୁତ୍ର ବୀର ସୁରେନ୍ଦ୍ର ସାଏ | ସୁରେନ୍ଦ୍ର ସାଏ ୨୮ ଫେବୃଆରୀ ୧୮୮୪ ମସିହାରେ ମଧ୍ୟପ୍ରଦେଶର ଆସିରଗଡ ଜେଲରେ ବନ୍ଦୀ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ | ତେବେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ବିରୁତାକୁ ଆଜିବି ସାରା ଦେଶ ମନେ ପକାଉଛି | ତେବେ ରାଜ୍ୟର ବିଭିନ୍ନ ସ୍ଥାନରେ ତାଙ୍କର ଜନ୍ମଜୟନ୍ତୀ ପାଳନ କରାଯାଉଛି | ତେବେ ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ଯାର୍ପଣ କରାଯିବା ସହ ଜୟନ୍ତ୍ରୀ ପାଳନ କରାଯାଉଛି |

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ