Subscribe to Updates

    Get the latest creative news from FooBar about art, design and business.

    What's Hot

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023
    Facebook Twitter Instagram
    Trending
    • ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍
    • ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌
    • ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ
    • ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ
    • ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୩ଜଣଙ୍କୁ ସ୍ଥାୟୀ ନିଯୁକ୍ତି: ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ପାଇଁ ବୋର୍ଡକୁ ଚିଠି
    • ଶିକାରୀଙ୍କ ପଞ୍ଝାରେ ବନ୍ୟଜନ୍ତୁ, ଓଡ଼ିଶା ଜଙ୍ଗଲରୁ ଶେଷ କରିଦେବେ ବାଘ
    • ଅର୍ଥାଭାବରୁ ଅସହାୟ ବାପା: ଲୁହା ଶିକୁଳିରେ ବନ୍ଦୀ ଦିବ୍ୟାଙ୍ଗ ପୁଅ
    • ମହିଳାଙ୍କୁ ନେଇ ଚାଲିଛି ବ୍ରାଉନ୍‌ସୁଗାର କାରବାର
    Friday, May 26
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଆଜି ମୟୂରଭଞ୍ଜ ଆସୁଛନ୍ତି ରାଷ୍ଟ୍ରପତି
    ରାଜ୍ୟ

    ଆଜି ମୟୂରଭଞ୍ଜ ଆସୁଛନ୍ତି ରାଷ୍ଟ୍ରପତି

    NewsLaxmi7By NewsLaxmi7May 4, 2023Updated:May 4, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବାରିପଦା/ରାଇରଙ୍ଗପୁର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ଗୁରୁବାର)ଠାରୁ ୩ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସୁଛନ୍ତି। ସ୍ବତନ୍ତ୍ର ହେଲିକପ୍‌ଟର ଯୋଗେ ଆସି ୧୦ଟା ୧୫ ମିନିଟ୍‌ରେ ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ଡାକବଙ୍ଗଳାରେ ଅବସ୍ଥାନ କରିବେ। ୫ ତାରିଖ ଦିନ ଶିମିଳିପାଳ ଅଭୟାରଣ୍ୟ ଭ୍ରମଣ କରିବେ।

    ଭ୍ରମଣ ସାରି ହେଲିକପ୍‌ଟର ଯୋଗେ ବାରିପଦା ଯିବେ। ବାରିପଦା ସର୍କିଟ୍‌ ହାଉସ୍‌ରେ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ସାକ୍ଷାତ କରିବା ସହ ଅତିଥି ଭବନରେ ବିଶ୍ରାମ ନେବେ। ୬ ତାରିଖ ସକାଳେ ରାଷ୍ଟ୍ରପତି ବାରିପଦା ତକତପୁରସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। କାର୍ଯ୍ୟକ୍ରମ ପରେ ହେଲିକପ୍‌ଟର ଯୋଗେ କଲେଇକୁଣ୍ଡା ଯିବେ ଏବଂ ସେଠାରୁ ଦିଲ୍ଲୀ ଫେରିଯିବେ।

    Share. Facebook Twitter LinkedIn WhatsApp Email
    Previous Articleଝାରସୁଗୁଡ଼ା ଉପନିର୍ବାଚନ: ଝାରସୁଗୁଡ଼ା ବିଜେପି ମଙ୍ଗ ଧରିବେ କିଏ?
    Next Article ସ୍ପଷ୍ଟ ହେଉଛି ଚିତ୍ର: ୯ରେ ବାତ୍ୟା ‘ମୋଚା’, ୧୨ ତାରିଖରେ ସ୍ଥଳଭାଗ ଛୁଇଁବ
    NewsLaxmi7
    • Website

    Related Posts

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍…

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ପ୍ରଶାସକଙ୍କ ଡ୍ରାଇଭରଙ୍କୁ ହତ୍ୟାକଲା ପତ୍ନୀ: ଦୁଇ କୁନି ପୁଅଝିଅ ସାମ୍ନାରେ ହତ୍ୟା

    November 25, 2022

    ଆଇପିଏଲରେ ମିଳିଲା କୋଟିକୋଟି ଟଙ୍କା, କାଉଣ୍ଟିଂ କ୍ଲବ୍ ଛାଡିଦେଲେ ଅଷ୍ଟ୍ରେଲିଆ କ୍ରିକେଟର୍

    February 18, 2022

    ଗ୍ରାଇଣ୍ଡର ଖୋଳରେ ସାରା ରାତି ଫସି ରହିଲା ସାଢ଼େ ୩ ଫୁଟର ନାଗ, ଉଦ୍ଧାର ପର୍ଯ୍ୟନ୍ତ ପରିବାର ଲୋକଙ୍କ ଆଖିରୁ ହଜିଗଲା ନିଦ

    December 10, 2020
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.