ଅପରାଧ ରାଜ୍ୟ

ଆଠଗଡ଼ ହାତୀ କଙ୍କାଳ ମିଳିବା ଘଟଣାରେ କାର୍ଯ୍ୟାନୁଷ୍ଠାନ, ଗାର୍ଡ ଓ ଫରେଷ୍ଟର ନିଲମ୍ବିତ

ଆଠଗଡ଼ ୦୫/୦୬: ଆଠଗଡ ହାତୀ କଙ୍କାଳ ମିଳିବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ଖବର ପ୍ରସାରଣ ପରେ ନିଲମ୍ୱିତ ହେଲେ ଗାର୍ଡ ଓ ଫରେଷ୍ଟର । ବଡମ୍ବା ବନାଞ୍ଚଳ ଚନ୍ଦ୍ରଗିରି ଜଙ୍ଗଲରୁ ଦନ୍ତାହାତୀ କଙ୍କାଳ ଠାବ କରିଥିଲା ଏସଟିଏଫ୍ । ଗୋପପୁର ସେକ୍ସନର ଫରେଷ୍ଟର ପ୍ରଦୀପ ପରିଡା ଓ ବିଟ ଗାର୍ଡ ତନ୍ମୟ ବେହେରାଙ୍କୁ ନିଲମ୍ୱିତ କଲେ ଆଠଗଡ଼ ଡିଏଫ୍ଓ ସୁଦର୍ଶନ ଗୋପୀନାଥ ଯାଦବ ଉଭୟକୁ ନିଲମ୍ୱିତ କରାଯାଇଛି ।

ଗତ ୩ ତାରିଖରେ ଆଠଗଡ଼ ବନଖଣ୍ଡ ବଡମ୍ବା ବନାଞ୍ଚଳ ଗୋପପୁର ବିଟ୍ ଅନ୍ତର୍ଗତ ଚନ୍ଦ୍ରଗିରି ସଂରକ୍ଷିତ ଜଙ୍ଗଲରୁ ହାତୀର ଗଳିତ ମୃତହାତୀର କଙ୍କାଳ ଉଦ୍ଧାର କରିଥିଲା STF । ଏହା ପୂର୍ବରୁ ଗତ ୨ ତାରିଖରେ ସମ୍ମାନ ଢଙ୍ଗରେ ହାତୀର କଙ୍କାଳ ଉଦ୍ଧାର କରିଥିଲା STF ର ସ୍ଵତନ୍ତ୍ର ଟିମ୍ ବିଶେଷ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା STFର ୮ଜଣିଆ ଟିମ୍ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।