ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ଆନ୍ଦୋଳନରୁ ଓହରିଲେ ବୋଷ୍ ଛାତ୍ରଛାତ୍ରୀ, କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ଦେଲେ ପରୀକ୍ଷା

କଟକ ୩୧।୩: କଟକ ଭୁବନାନନ୍ଦ ଇଂଜିନିୟରିଂ ସ୍କୁଲର ଛାତ୍ରଛାତ୍ରୀମାନେ ଆନ୍ଦୋଳନରୁ ଓହରିଛନ୍ତି । ଆନ୍ଦୋଳନରୁ ଓହରିବା ପରେ ଛାତ୍ରଛାତ୍ରୀ ପରୀକ୍ଷାରେ ସାମିଲ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ଛାତ୍ରଛାତ୍ରୀଙ୍କ ଦାବିକୁ ନେଇ ସ୍କୁଲ କର୍ତ୍ତୃପକ୍ଷ ଆନ୍ଦୋଳନରତ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ଶିକ୍ଷାବର୍ଷ ବିଳମ୍ବ ହୋଇସାରିଥିବାରୁ ଆଉ ପରୀକ୍ଷା ଘୁଞ୍ଚାଇବା ପିଲାଙ୍କ କ୍ୟାରିୟର ପାଇଁ କ୍ଷତିକାରକ ହେବ ବୋଲି କର୍ତ୍ତୃପକ୍ଷ ଛାତ୍ରଛାତ୍ରୀଙ୍କୁ ବୁଝାଇଥିଲେ। ଏହାପରେ ତୃତୀୟ ବର୍ଷର ଛାତ୍ରଛାତ୍ରୀ ପରୀକ୍ଷାରେ ସାମିଲ ହୋଇଥିଲେ।

ଅନ୍ୟପଟେ କୋଭିଡ୍ ପଜିଟିଭ୍ ଆସିଥିବା ଦୁଇ ଛାତ୍ର ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା ମଧ୍ୟରେ ପରୀକ୍ଷା ଦେଇଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି