ଅପରାଧ ରାଜ୍ୟ

ଆମ୍ବତୋଟାରେ ଝୁଲୁଛି ଯୁବକଙ୍କ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର

ଖଲ୍ଲିକୋଟ ୧୨।୦୪ : ଆମ୍ବତୋଟାରେ ଝୁଲୁଛି ଯୁବକଙ୍କ ମୃତଦେହ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଆମ୍ବଝର ନୂଆଁପଲ୍ଲୀ ଓ ତାଳପଡ଼ା ମୁଖ୍ୟରାସ୍ତାର ଘଟଣା । ମୃତକ ଜଣଙ୍କ ହେଲେ ପାଳଧୁଆପଲ୍ଲୀ ଗାଁର ରଞ୍ଜିତ ଗୌଡ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଆଁପଲ୍ଲୀ ଓ ତାଳପଡ଼ା ମୁଖ୍ୟରାସ୍ତା କଡ଼ରେ ଥିବା ଆମ୍ବତୋଟାରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା । ଏହାପରେ ତୁରନ୍ତ ଖଲ୍ଲିକୋଟ ଥାନାକୁ ଖବର ଦିଆଯାଇଥିଲା । ଏହାପରେ ପୋଲିସ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଏହାସହିତ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ମଧ୍ୟ ତଥ୍ୟ ଯୋଗାଡ଼ କରିବାରେ ଲାଗିଛି । ସେପଟେ ଯୁବକଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକଙ୍କ ପକ୍ଷରୁ ଅଭିଯୋଗ ଆସିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।