ଅପରାଧ ରାଜ୍ୟ

ଆମ୍ବୁଲାନ୍ସରେ ଚାଲିଥିଲା ଚୋରାଚାଲାଣ : ୭୫ କେଜି ଗଞ୍ଜେଇ ଜବତ, ମାଫିଆ ଗିରଫ

ଫୁଲବାଣୀ ୦୯।୦୫ : ଆମ୍ବୁଲାନ୍ସରେ ଚାଲିଥିଲା ଗଞ୍ଜେଇ କାରବାର । ଚଢାଉ କରି ୭୫ କେଜି ଗଞ୍ଜେଇ ଜବତ କଲା ଅବକରୀ ବିଭାଗ । ଏହାସହିତ ଜଣଙ୍କୁ ଗିରଫ କରିଥିବା ବେଳେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହେବାରେ ସକ୍ଷମ ହୋଇଛି ।

ଖବର ଅନୁଯାୟୀ, ରବିବାର ଦିନ ସଂଧ୍ୟା ସମୟରେ ପ୍ରୟାସ ନାମକ ଏକ ବେସରକାରୀ ସଂସ୍ଥା ଆମ୍ବୁଲାନ୍ସରେ ୭୫ କେଜି ଗଞ୍ଜେଇ ଅନୁଗୁଳ ଜିଲ୍ଲାକୁ ଚୋରା ଚାଲାଣ କରୁଥିଲା । ବିଶେଷ ସୁତ୍ରରୁ ଖବର ପାଇ ଅବକାରୀ ବିଭାଗର ଅଧିକାରୀମାନେ ଚଢାଉ କରିଥିଲେ । ଏହି ଚଝାଉରେ ଆମ୍ବୁଲାନ୍ସ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଅନ୍ୟ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ଅବକାରୀ ବିଭାଗ । ଗିରଫ ଅଭିଯୁକ୍ତ ଜଣଙ୍କ ଅନୁଗୁଳ ଜିଲ୍ଲା ଛେଣ୍ଡିପଜା ପ୍ରହଲ୍ଲାଦ ବେହେରା ବୋଲି ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।