ଅପରାଧ ରାଜ୍ୟ

ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଭଙ୍ଗାକୁ ନେଇ ଉତ୍ତେଜନା, ଖୋର୍ଦ୍ଧା-ଜଟଣୀ ମୁଖ୍ୟ ରାସ୍ତା ଅବରୋଧ କଲେ ଲୋକେ

ଜଟଣୀ ୨୭।୬: ଖୋର୍ଦ୍ଧା-ଜଟଣୀ ମୁଖ୍ୟ ରାସ୍ତା ବଡ଼ତୋଟାଠାରେ ଥିବା ଭାରତର ସମ୍ବିଧାନ ରଚନା କରିଥିବା ସ୍ବର୍ଗତ ଡକ୍ଟର ବାବୁ ରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଭଙ୍ଗାକୁ ନେଇ ଉତ୍ତେଜନା । ରବିବାର ରାତିରେ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଲାଗିରହିଛି । ଖୋର୍ଦ୍ଧା-ଜଟଣୀ ମୁଖ୍ୟ ରାସ୍ତାକୁ ସ୍ଥାନୀୟ ଲୋକ ଅବରୋଧ କରିଛନ୍ତି । ରାସ୍ତା ଅବରୋଧ ଯୋଗୁଁ ଖୋର୍ଦ୍ଧା-ଜଟଣୀ ମୁଖ୍ୟ ରାସ୍ତାରେ ଯାନବାହାନ ଚଳାଚଳ ଠପ୍ ହୋଇପଡିଛି । ଘଟଣାସ୍ଥଳରେ ଜଟଣୀ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।