Subscribe to Updates

    Get the latest creative news from FooBar about art, design and business.

    What's Hot

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023
    Facebook Twitter Instagram
    Trending
    • ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ
    • ଆଉ ତିନି ଦିନ ପରେ ବାତ୍ୟା…..!
    • ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ
    • ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ
    • ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା
    • ପିଆଜ ଅମଳ ନିରାଶାଜନକ: ଭିତ୍ତିଭୂମି ଅଛି, ପ୍ରୋତ୍ସାହନ ନାହିଁ
    • ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ
    • ଏଠି ନକଲିଙ୍କୁ ସାତଖୁଣ ମାଫ୍‌! ବର୍ଷବର୍ଷ ଚାକିରି କଲେ, ଜାମିନରେ ଖସିଗଲେ
    Thursday, June 8
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଆସନ୍ତାକାଲିଠାରୁ ମାଟ୍ରିକ ଏସ୍‌ଏ-୧ ପରୀକ୍ଷା
    ରାଜ୍ୟ

    ଆସନ୍ତାକାଲିଠାରୁ ମାଟ୍ରିକ ଏସ୍‌ଏ-୧ ପରୀକ୍ଷା

    NewsLaxmi7By NewsLaxmi7November 22, 2022No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ହାଇସ୍କୁଲ ସାର୍ଟିଫ‌ିକେଟ୍‌ ପରୀକ୍ଷା(ମାଟ୍ରିକ୍), ମଧ୍ୟମା(ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ (ଓପନ୍ ସ୍କୁଲ)ର ପ୍ରଥମ ସମ୍ମେଟିଭ୍ ଆସେସ୍‌ମେଣ୍ଟ(ଏସ୍ଏ-୧) ପରୀକ୍ଷା ଆସନ୍ତା ୨୩ ତାରିଖ ବୁଧବାରଠାରୁ ଆରମ୍ଭ ହେଉଛି। ଛାତ୍ରଛାତ୍ରୀ ଅନ୍ୟ ସ୍କୁଲରେ ହୋଇଥିବା ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା ଦେବେ। ପରୀକ୍ଷା ସକାଳ ୧୦ ଟାରୁ ଆରମ୍ଭ ହୋଇ ୧୨ଟାରେ ସରିବ। କିନ୍ତୁ କେବଳ ଗଣିତ ପାଇଁ ଅତିରିକ୍ତ ୧୫ମିନିଟ୍ ରହିଥିବାରୁ ଗଣିତ ପରୀକ୍ଷା ୧୦ରୁ ଆରମ୍ଭ ହୋଇ ୧୨ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ଚାଲିବ। ସକାଳ ୯ଟାରେ ଛାତ୍ରଛାତ୍ରୀ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବେ, ୯ଟା ୪୫ମିନିଟ୍‌ରେ ପ୍ରଶ୍ନପତ୍ର ଦିଆଯିବ। ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ସକାଳ ୭ଟା ୩୦ରୁ ୯ଟା ମଧ୍ୟରେ ପହଞ୍ଚିବ। ପ୍ରତି ବିଷୟରୁ ୮୦ ନମ୍ବର (୫୦ ଅବ୍‌ଜେକ୍ଟିଭ୍ ଓ ୩୦ ସବ୍‌ଜେକ୍ଟିଭ୍) ପରୀକ୍ଷା ହେବ। ସମସ୍ତ ବିଷୟରେ ରେଗୁଲାର, ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ପ୍ରଶ୍ନପତ୍ର ସମାନ ରହିବ।

    ମାଟ୍ରିକ୍ ପରୀକ୍ଷା ପାଇଁ ୫ଲକ୍ଷ ୩୨ହଜାର ୭୧୨ ଛାତ୍ରଛାତ୍ରୀ ଫର୍ମପୂରଣ କରିଥିବା ବେଳେ ଏହା ୩୦୨୯ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେବ। ପ୍ରଶ୍ନପତ୍ର ରଖିବା ପାଇଁ ୩୧୬ଟି ନୋଡାଲ ସେଣ୍ଟର କରାଯାଇଛି। ପରୀକ୍ଷା ପରିଚାଳନା ପାଇଁ ବୋର୍ଡ ପକ୍ଷରୁ ୩୬ଟି ଓ ଜିଲ୍ଲା ଶିକ୍ଷାଧିକାରୀଙ୍କ ପକ୍ଷରୁ ୭୪ଟି ସ୍କ୍ବାଡ୍ ଗଠନ କରାଯାଇଛି। ପ୍ରଶ୍ନପତ୍ର ଭାଇରାଲ୍‌ ରୋକିବାକୁ କେନ୍ଦ୍ରକୁ ମୋବାଇଲ୍ ସଂପୂର୍ଣ୍ଣ ନିଷେଧ କରାଯାଇଛି। ନୋଡାଲ ସେଣ୍ଟରରୁ କେନ୍ଦ୍ରକୁ ପ୍ରଶ୍ନପତ୍ର ପହଞ୍ଚାଇବା ପାଇଁ ୭୬୧ଟି ଡେସ୍‌ପାଚ୍ ଟିମ୍ ତିଆରି ହୋଇଛି। ମଧ୍ୟମାରେ ୨୯୧୪ଜଣ ଫର୍ମପୂରଣ କରିଥିବା ବେଳେ ଏହା ୧୦୮ଟି କେନ୍ଦ୍ରରେ ଅନୁଷ୍ଠିତ ହେବ। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟରେ ୭୧୮୧ ଜଣ ଫର୍ମପୂରଣ କରିଥିବା ବେଳେ ଏହା ୧୪୬ଟି କେନ୍ଦ୍ରରେ ଅନୁଷ୍ଠିତ ହେବ।

    ବୋର୍ଡ ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତିଙ୍କ କହିବା ଅନୁସା‌ରେ, ଯେଉଁ ପରୀକ୍ଷାର୍ଥୀ ଏସ୍ଏ-୧ ଓ ଏସ୍ଏ-୨ ଉଭୟ ଦେବେ, ସେମାନେ ଉପରୋକ୍ତ ଆଧାରରେ ନମ୍ବର ପାଇବେ। ଏସ୍ଏ-୧ ପାଇଁ ଫର୍ମପୂରଣ କରି ଏସ୍‌ଏ-୧ରେ ଅନୁପସ୍ଥିତ ରହିଲେ, ସଂପୃକ୍ତ ପରୀକ୍ଷାର୍ଥୀ ଏସ୍‌ଏ-୨ ଦେଇପାରିବେ ଓ ସେହି ଅନୁସାରେ ଏସ୍‌ଏ-୨ରୁ ୪୦ ପ୍ରତିଶତ ଓ ସ୍କୁଲ ଆସେସ୍‌ମେଣ୍ଟରୁ ୨୦ ପ୍ରତିଶତ ୱେଟେଜ୍‌ରେ ନମ୍ବର ପାଇବେ। କିନ୍ତୁ, ଏସ୍‌ଏ-୧ ପାଇଁ ଫର୍ମପୂରଣ କରି ନ ଥିବା ଛାତ୍ରଛାତ୍ରୀ ଆଉ ଏସ୍ଏ-୨ ଦେଇପାରିବେ ନାହିଁ ବୋଲି ଉପସଭାପତି ଡକ୍ଟର ମହାନ୍ତି କହିଛନ୍ତି। ସେହିପରି ପରୀକ୍ଷା ମଧ୍ୟରେ ଏମ୍‌ପିରେ ବୁକ୍‌ ଛାତ୍ରଛାତ୍ରୀ ଆଉ ଥରେ ପରୀକ୍ଷା ଦେବେ ବୋଲି ଉପସଭାପତି ଡକ୍ଟର ମହାନ୍ତି କହିଛନ୍ତି।

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleଏଲ୍‌ଓସିରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ପଣ୍ଡ, ସେନା ଗୁଳିରେ ଜଣେ ଆତଙ୍କୀ ନିହତ
    Next Article ଭଞ୍ଜବିହାରରେ ହେବ ତେଲୁଗୁ ଚେୟାର, ପାଞ୍ଚ ବର୍ଷ ପାଇଁ ଏମ୍‌ଓୟୁ ସ୍ୱାକ୍ଷରିତ
    NewsLaxmi7
    • Website

    Related Posts

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଭୁବନେଶ୍ବର : ବାହାନଗା ରେଳ ଦୁର୍ଘଟଣା ପରେ ରେଳ ଯାତ୍ରାକୁ ଅଧିକ ସୁରକ୍ଷିତ କରିବା ସହ ମୃତକ ଓ ଆହତମାନଙ୍କୁ…

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଭାରତର ବିଜୟରେ ଝୁମିଲେ ସେଲିବ୍ରିଟି, କହିଲେ-ଜଣେ କିଙ୍ଗ..କୋହଲି

    October 24, 2022

    ନବରାତ୍ରିର ଦ୍ୱିତୀୟ ଦିନ: ତପ, ତ୍ୟାଗ ଓ ଶକ୍ତିର ଦେବୀ ମା’ ବ୍ରହ୍ମଚାରୀଣିଙ୍କ ଦିନ, ଜାଣନ୍ତୁ ପୂଜା ବିଧି

    April 14, 2021

    ୫ ଜଣଙ୍କୁ ନୂଆ ଜୀବନ ଦେଲା ଅଢ଼େଇ ବର୍ଷର ଶିଶୁ, ବାଲ୍‌କୋନିରୁ ଖସି ପଡ଼ି ମସ୍ତିଷ୍କାଘାତ ଚିକିତ୍ସା ପରେ ବ୍ରେନ୍‌ ଡେଡ୍ ‌ଘୋଷଣା, ହୃତ୍‌ପିଣ୍ଡ, କିଡ୍‌ନି, ଲିଭର, ଫୁସ୍‌ଫୁସ୍‌ ଦାନ

    December 18, 2020
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.