ରାଜ୍ୟ

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରାହୁଲ ନବୀନ

ତିନିଦିନିଆ ଓଡ଼ିଶା ଗସ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ନିର୍ଦ୍ଦେଶକ ରାହୁଲ ନବୀନ। ସେ ଆସନ୍ତାକାଲି ମଙ୍ଗଳବାର ଭୁବନେଶ୍ବରରେ ପହଞ୍ଚିବେ। ସେ କଟକ ଓ ଭୁବନେଶ୍ବରରେ ବିଭାଗୀୟ ଅଧିକାରୀମାନଙ୍କ ସହ ସମୀକ୍ଷା ବୈଠକରେ ଯୋଗ ଦେବେ।

ଭୁବନେଶ୍ୱର: ତିନିଦିନିଆ ଓଡ଼ିଶା ଗସ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ନିର୍ଦ୍ଦେଶକ ରାହୁଲ ନବୀନ। ସେ ଆସନ୍ତାକାଲି ମଙ୍ଗଳବାର ଭୁବନେଶ୍ବରରେ ପହଞ୍ଚିବେ। ସେ କଟକ ଓ ଭୁବନେଶ୍ବରରେ ବିଭାଗୀୟ ଅଧିକାରୀମାନଙ୍କ ସହ ସମୀକ୍ଷା ବୈଠକରେ ଯୋଗ ଦେବେ।

 ଏହାଛଡ଼ା ଆସନ୍ତା ୨୮ ତାରିଖରେ ପୁରୀ ଯାଇ ଇଡିର ନିର୍ଦ୍ଦେଶକ ରାହୁଲ ନବୀନଙ୍କର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଇଡିର ନିର୍ଦ୍ଦେଶକ ଏହାପରେ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ ବୋଲି ଜଣାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।