ରାଜ୍ୟ ସ୍ପେଶାଲ ରିପୋର୍ଟ

ଆହୁରି ଥରାଇବ ଶୀତ, ରାଜ୍ୟରେ ୪ ଡିଗ୍ରୀ ଖସିବ ତାପମାତ୍ରା

ଭୁବନେଶ୍ୱର ୧୨।୧୧ : ରାଜ୍ୟରେ ଆସନ୍ତା ୧୪ ତାରିଖ ସୋମବାରରୁ ଶୀତ ବଢ଼ିବ । ପାରଦ ପ୍ରାୟ ୩ରୁ ୪ ଡିଗ୍ରୀ ଖସିଯିବ। ଉପକୂଳରେ ଏବେ ଶୀତ କମ୍‌ ରହୁଛି । ଆଗକୁ ଉପକୂଳରେ ବି ଶୀତ ବଢ଼ିବ ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।

ଶୁକ୍ରବାର ବୌଦ୍ଧ ଓ ଦାରିଙ୍ଗିବାଡ଼ି ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ରେକର୍ଡ ହୋଇଛି । କୋରାପୁଟରେ ୧୪.୨, ଫୁଲବାଣୀରେ ୧୪.୫, ଭବାନୀପାଟଣାରେ ୧୫.୫, କେନ୍ଦୁଝରରେ ୧୬, ଝାରସୁଗୁଡ଼ାରେ ୧୬.୨, ଦେବଗଡ଼ରେ ୧୬.୫, ଅନୁଗୁଳରେ ୧୭, ବରଗଡ଼ରେ ୧୭.୮ ଏବଂ ଟିଟିଲାଗଡ଼ରେ ରାତି ତାପମାତ୍ରା ୧୮.୫ ଡିଗ୍ରୀ ରେକର୍ଡ଼ କରାଯାଇଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।