ରାଜ୍ୟ ସ୍ପେଶାଲ ରିପୋର୍ଟ

ଇଡିରେ ହାଜର ହେବେ ଅକ୍ଷୟ ପରିଜା, ନୋଟିସ୍‌ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

ଭୁବନେଶ୍ୱର ୧୯। ୧୧ : ଇଡିରେ ହାଜର ହେବେ ଅକ୍ଷୟ ପରିଜା । ବରିଷ୍ଠ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ଅକ୍ଷୟ ପରିଜା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ହାଜର ହେବେ । ପୂର୍ବରୁ ଅକ୍ଷୟଙ୍କୁ ହାଜର ହେବା ପାଇଁ ନୋଟିସ ଜାରି କରିଛି ଇଡି ।
ସୂଚନାଯୋଗ୍ୟ ଯେ, କାଷ୍ଟିଂ କାଉଚ ମାମଲାରେ ଛନ୍ଦି ହେବା ପରେ ଅର୍ଚ୍ଚନା ନାଁରେ ନୂଆପଲ୍ଲୀ ଥାନାରେ ଏତଲା ଦେଇଥିଲେ ଅକ୍ଷୟ। ସେପଟେ ବ୍ଲାକ ମେଲ୍‌ କୁଇନ୍‌ ଅର୍ଚ୍ଚନା ନାଗ ମାମଲାରେ ଖଗେଶ୍ୱର ପାତ୍ରଙ୍କୁ ଗିରଫ କରାଯାଇଛି । ତାଙ୍କର ରିମାଣ୍ଡ ଆସନ୍ତା ୨୧ ତାରିଖରେ ସରିବ । ଏହାପରେ ଇଡି ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ଜେଲରେ ଜେରା କରିବ ବୋଲି ଜଣାପଡିଛି । ଏଥିପାଇଁ କୋର୍ଟର ଅନୁମତି ପାଇଁ ପ୍ରସ୍ତୁତ ହୋଇଛି ଇଡି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।