ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ୱର ୦୬/୧୨: ବ୍ଲାକମେଲିଂ କୁଇନ୍ ଅର୍ଚ୍ଚନା ନାଗ ଗିରଫ ମାମଲା । ଇଡିରେ ହାଜର ହେଲେ ଆରକିଟେକ୍ଟ ରଞ୍ଜିତ ବେହେରା । ରଞ୍ଜିତ ଅର୍ଚ୍ଚନାଙ୍କ ଘର ବିଡିଏ ଆପ୍ରୁଭାଲ ଠାରୁ ଆରମ୍ଭ କରି ଡିଜାଇନ୍ କରିଥିଲେ ।
ରଞ୍ଜିତଙ୍କ ଆକାଉଣ୍ଟରୁ ଅର୍ଚ୍ଚନାଙ୍କ ଆକାଉଣ୍ଟକୁ ଆର୍ଥିକ କାରବାର ହୋଇଥିବା ସୂଚନା । ସେହି ଟଙ୍କା କାରବାର ନେଇ ହୋଇପାରେ ଜେରା । ତେବେ ଆଶ୍ଚର୍ଯ୍ୟର କଥା ଅର୍ଚ୍ଚନାଙ୍କ ଘର ଡିଜାଇନ ପାଇ ତୁର୍କୀରୁ ଆସିଥିଲା ଘର ସଜ୍ଜାର ସୌଖିନ ସାମଗ୍ରୀ । ଏସବୁ ପ୍ରସଙ୍ଗରେ ରଞ୍ଜିତଙ୍କୁ ଜେରା କରିପାରନ୍ତି ତଦନ୍ତକାରୀ ଅଧିକାରୀ ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l