Subscribe to Updates

    Get the latest creative news from FooBar about art, design and business.

    What's Hot

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023
    Facebook Twitter Instagram
    Trending
    • ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ
    • ଆଉ ତିନି ଦିନ ପରେ ବାତ୍ୟା…..!
    • ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ
    • ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ
    • ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା
    • ପିଆଜ ଅମଳ ନିରାଶାଜନକ: ଭିତ୍ତିଭୂମି ଅଛି, ପ୍ରୋତ୍ସାହନ ନାହିଁ
    • ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ
    • ଏଠି ନକଲିଙ୍କୁ ସାତଖୁଣ ମାଫ୍‌! ବର୍ଷବର୍ଷ ଚାକିରି କଲେ, ଜାମିନରେ ଖସିଗଲେ
    Thursday, June 8
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଉତ୍କଳମଣିଙ୍କ ଉତ୍ତରାଧିକାରୀ ବିବାଦ: କୋର୍ଟଙ୍କ ନିର୍ଦ୍ଦେଶରେ ମାମଲା ରୁଜୁ
    ରାଜ୍ୟ

    ଉତ୍କଳମଣିଙ୍କ ଉତ୍ତରାଧିକାରୀ ବିବାଦ: କୋର୍ଟଙ୍କ ନିର୍ଦ୍ଦେଶରେ ମାମଲା ରୁଜୁ

    NewsLaxmi7By NewsLaxmi7March 28, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ .

    ସାକ୍ଷୀଗୋପାଳ : ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଉତ୍ତରାଧିକାରୀଙ୍କୁ ଅପମାନ ଦିଆଯିବା ଘଟଣାରେ କୋର୍ଟ ହସ୍ତକ୍ଷେପ କରିଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସତ୍ୟବାଦୀ ଥାନା ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

    ଆବେଦନକାରୀ ପୀତବାସ ମିଶ୍ର ପୁରୀ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ କରିଥିବା ଆବେଦନରେ ଦର୍ଶାଇଥିଲେ ଯେ ଗତ ଫେବ୍ରୁଆରି ୨୩ ତାରିଖଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଆଣ୍ଡୋ ପ୍ରକଳ୍ପର ଉଦ୍‌ଘାଟନ କରିଥିଲେ। ଏହିଅବସରରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦାୟାଦମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ। ସୁଆଣ୍ଡୋ ପ୍ରକଳ୍ପ ଉଦ୍‌ଘାଟନ ଖବର ପାଇ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ଗୋପବନ୍ଧୁଙ୍କ ପରିବାରର ସଦସ୍ୟଭାବେ ତାଙ୍କ ବଡ଼ଝିଅର ବଡ଼ବୋହୂ ଲୀଳାବତୀ ଦେବୀ(ନାତୁଣୀ ବୋହୂ) ‌ଯାଇଥିଲେ। ମାତ୍ର, ସେଠାରେ ଧୀରେନ୍‌ ଦାସ ଗୁଣ୍ଡାମାନଙ୍କ ଜରିଆରେ ଲୀଳାବତୀଙ୍କୁ ପ୍ରକଳ୍ପସ୍ଥଳକୁ ଯିବାକୁ ଦେଇନଥିଲେ। ଏପରିକି ତାଙ୍କୁ ଗାଳିଗୁଲଜ କରିବା ସହ ହତ୍ୟା ଧମକ ଦେବାନେଇ ସତ୍ୟବାଦୀ ଥାନା ଇନିସପେକ୍ଟଙ୍କୁ ଅଭିଯୋଗ କରଥିଲେ ମଧ୍ୟ ସେ ‌ଏହାକୁ ଗୁରୁତ୍ବ ଦେଇନଥିଲେ।

    ଗୋପବନ୍ଧୁଙ୍କ ନାତୁଣୀ ବୋହୂ ଲୀଳାବତୀ ଦେବୀଙ୍କ ଦିଅର ତଥା ଗୋପବନ୍ଧୁଙ୍କ ସାନଝିଅର ପୁଅ ପୀତବାସ ମିଶ୍ର, ଯିଏକି ଆବେଦନକାରୀ ଏନେଇ ଗତ ୫ ତାରିଖ ଦିନ ସତ୍ୟବାଦୀ ଥାନାରେ ଅଭିଯୋଗ କରିଥିଲେ। ମାତ୍ର, ପୁଲିସ କୌଣସି ମାମଲା ରୁଜୁ ନକରିବାରୁ ଶ୍ରୀ ମିଶ୍ର ଏନେଇ ୧୫ ତାରିଖରେ ପୁରୀ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟରେ ମାମଲା ରୁଜୁ କରି ଘଟଣା ତଦନ୍ତ କରିବାକୁ ନିର୍ଦ୍ଦେଶ ଦେବାକୁ ନିବେଦନ କରିଥିଲେ।

    ଏହି ମାମଲାର ଶୁଣାଣିକରି ପୁରୀ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ଦଫା ୧୫୬(୩)ରେ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ପାଇଁ ପେଣ୍ଠକଟା ସାମୁଦ୍ରିକ ଥାନା ଅଧିକାରୀଙ୍କୁ ତଦନ୍ତ ତଥା ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଭିତ୍ତିରେ ସତ୍ୟବାଦୀ ଥାନା ପୁଲିସ ଦଫା ୩୪୨/ ୨୯୪/ ୪୨୦/ ୪୬୮/ ୫୦୬/ ୩୪ ରେ ୧୦୩/ ୨୦୨୩ ନମ୍ବର ମାମଲା ରୁଜୁ କରିବା ସହ ନିଜେ ଥାନାଧିକାରୀ ତଦନ୍ତ ଦାୟିତ୍ବ ନେଇଛନ୍ତି।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    barun gandhi breaking news interview kanak news latest news latest update odia news odisha famous people odisha khabar odisha latest odisha latest news odisha political news otv otv live political update politices rahul gandhi sonia gandhi speech
    Share. Facebook Twitter LinkedIn WhatsApp Email
    Previous Articleନକଲି ସାର୍ଟିଫିକେଟ ରାକେଟର ପର୍ଦ୍ଦାଫାସ: ଜେଲ୍‌ଗଲେ ମାଷ୍ଟରମାଇଣ୍ଡ ସମେତ ୧୯
    Next Article ବିପୁଳ ପରିମାଣର ‌ଗଞ୍ଜେଇ ଜବତ: ୨ଟି ଟ୍ରାକ୍ଟରରେ ଲଦି ଥାନାକୁ ଅଣାଗଲା
    NewsLaxmi7
    • Website

    Related Posts

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଭୁବନେଶ୍ବର : ବାହାନଗା ରେଳ ଦୁର୍ଘଟଣା ପରେ ରେଳ ଯାତ୍ରାକୁ ଅଧିକ ସୁରକ୍ଷିତ କରିବା ସହ ମୃତକ ଓ ଆହତମାନଙ୍କୁ…

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ, ଡାକ୍ତର ମରୁଡି ଯୋଗୁଁ ତେଜିଲା ଅସନ୍ତୋଷ

    July 26, 2022

    ଟମାଟୋ ଫ୍ଲୁ ଏକ ଭାଇରାଲ ରୋଗ: ଜନସ୍ଵାସ୍ଥ୍ୟ ନିର୍ଦେଶକ

    May 19, 2022

    ଭାରତକୁ ନେତୃତ୍ୱ ଦେବ ଓଡ଼ିଶା: ଧର୍ମେନ୍ଦ୍ର

    January 21, 2023
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.