ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ତେହରିର ରାଜେନ୍ଦ୍ରନଗରରେ ଉକ୍ତ ବୈଠକ ହୋଇଥିଲା। ବୈଠକରେ ୨୦ ସଦସ୍ୟ ଦେଶ, ୧୦ଟି ଆମନ୍ତ୍ରିତ ଦେଶ ଏବଂ ୯ଟି ଅନ୍ତରାଷ୍ଟ୍ରୀୟ ସଂଗଠନ ସହିତ ୯୦ରୁ ଅଧିକ ପ୍ରତିନିଧି ଭାଗ ନେଇଥିଲେ। ଉକ୍ତ ବୈଠକକୁ କେନ୍ଦ୍ର ପ୍ରତିରକ୍ଷା ଏବଂ ପର୍ଯ୍ୟଟନ ରାଷ୍ଟ୍ରମନ୍ତ୍ରୀ ଅଜୟ ଭଟ୍ଟ ଉଦ୍‌ଘାଟନ କରିଥିଲେ। ବୈଠକରେ କେନ୍ଦ୍ର କାର୍ମିକ ଏବଂ ପ୍ରଶିକ୍ଷଣ ବିଭାଗର ଅତିରିକ୍ତ ସଚିବ ରାହୁଲ ସିଂହ ଅଧ୍ୟକ୍ଷତା କରିଥିଲେ। ଏହାର ତୃତୀୟ ବୈଠକ ଆସନ୍ତା ଅଗଷ୍ଟ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ କୋଲକାତାରେ ଅନୁଷ୍ଠିତ ହେବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ