ରାଜ୍ୟ ସ୍ପେଶାଲ ରିପୋର୍ଟ

ଉପନିର୍ବାଚନ ପୂର୍ବରୁ ମାଓ ପୋଷ୍ଟର, ପୁଣି ସକ୍ରିୟ ମାଓବାଦୀ !

ପଦ୍ମପୁର ୨୬।୧୧ : ଆଉ କିଛି ଦିନ ପରେ ପଦ୍ମପୁରରେ ଉପନିର୍ବାଚନ । ହେଲେ ଏହାପୂର୍ବରୁ ଲାଗିଛି ମାଓ ପୋଷ୍ଟର । ପୁଣି ସକ୍ରିୟ ହୋଇଗଲେଣି ମାଓବାଦୀ । ପଦ୍ମପୁରରେ ଦେଖିବାକୁ ମିଳିଛି ମାଓ ପୋଷ୍ଟର ।

ଖବର ଅନୁଯାୟୀ, ପାଇକମାଲ ରାସ୍ତା ମାଗୁରମାଲ ଛକରେ ଥିବା ନିଶାନୀ ମନ୍ଦିର ପାଖରେ ଲାଗିଛି ମାଓ ପୋଷ୍ଟର । ଶୁକ୍ରବାର ବିଳମ୍ବିତ ରାତିରେ ମାଓ ପୋଷ୍ଟର ଲାଗିଥିବା ସୂଚନା ମିଳିଛି । ମାଓବାଦୀ ନିଜର ସ୍ଥିତି ଜାହିର କରିବାକୁ ଏଭଳି ମାଓପୋଷ୍ଟର ଲଗାଇଛନ୍ତି । ଉପନିର୍ବାଚନ ବେଳେ ବାହାରୁ ଆସୁଥିବା ଲୋକଙ୍କୁ ଭୟ ଭୀତ କରିବାକୁ ମାଓବାଦୀ ଏଭଳି କରିଥିବା ଅନୁମାନ କରାଯାଉଛି

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।