ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ଏଣିକି କାରରେ ଲାଗିବନି କଳା କାଚ, ଲାଗିଲେ ତଣ୍ଡ ଗଣିବେ ଗାଡ଼ି ମାଲିକ

ଭୁବନେଶ୍ୱର ୧୫।୦୫: ଏଣିକି କାରରେ ଲାଗିବନାହିଁ କଳା କାଚ । ରାଜଧାନୀରେ କଳା କାଚ ଲାଗିଲେ ମାଲିକ ଗଣିବେ ୫୦୦ ଟଙ୍କା ତଣ୍ଡ । ଅପରାଧ ରୋକିବାକୁ କମିଶନରେଟ ପୋଲିସ ଆରମ୍ଭ କଲା ଏପରି ସ୍ୱତନ୍ତ୍ର ଅଭିଯାନ ।

ତେବେ ବର୍ତ୍ତମାନ ଯାଏଁ ୫୧ଟି ଗାଡିର ଜୋରିମାନା ଆଦାୟ ହୋଇଛି । ଆଗାମୀ ଦିନରେ ଏହି ନିୟମକୁ ଆହୁରି ଜୋରଦାର କରାଯିବ । ପ୍ରତି ଛକ ଓ ସ୍ଥାନମାନଙ୍କରେ ହେବ ଚେକିଂ । ଯଦି କୌଣସି ମାଲିକ ବାରମ୍ବାର ଏଭଳି କରିବେ, ତେବେ ଆଗକୁ ଗାଡି ସିଜ କରାଯିବ ବୋଲି କହିଛନ୍ତି ଟ୍ରାଫିକ ଏସିପି

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।