ଅପରାଧ ରାଜ୍ୟ

ଏସ୍‌ଟିଏଫ୍‌ ପଞ୍ଝାରେ ହାତୀଦାନ୍ତ ବେପାରୀ, ୨ଟି ହାତୀଦାନ୍ତ ଜବତ

ଭୁବନେଶ୍ୱର ୦୨।୦୬: ଏସ୍‌ଟିଏଫ୍‌ ପଞ୍ଝାରେ ହାତୀଦାନ୍ତ ବେପାରୀ । ଅନୁଗୁଳ ପୁରୁଣାକୋଟ ଅଞ୍ଚଳରୁ ୨ଟି ହାତୀ ଦାନ୍ତ ଜବତ କଲା ଏସ୍‌ଟିଏଫ୍‌ । ଏହାସହିତ ଜଣେ ବେପାରୀଙ୍କୁ ଗିରଫ କରିଛିଏସ୍‌ଟିଏଫ୍‌ ।

ଖବର ଅନୁଯାୟୀ, ହାତୀଦାନ୍ତ କାରବାର ନେଇ ଏସ୍‌ଟିଏଫ୍‌କୁ ଗୁଇନ୍ଦା ସୂଚନା ମିଳିଥିଲା । ଏହିକ୍ରମରେ ଅନୁଗୁଳ ପୁରୁଣାକୋଟ ଅଞ୍ଚଳରୁ ୨ଟି ହାତୀ ଦାନ୍ତ ଜବତ ସହ ଜଣଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌ । ଗିରଫ ବେପାରୀ ଜଣଙ୍କ ହେଲା ପୁରୁଣୀକୋଟ ଅଞ୍ଚଳର ଦୁର୍ଯ୍ୟଧନ ପ୍ରଧାନ ବୋଲି ଜଣାପଡିଛି । ତାଙ୍କ ନିକଟରୁ ୪ କେଜି ୫୦୦ ଗ୍ରାମ ଓଜନର ୨ଟି ହାତୀ ଦାନ୍ତ ଜବତ ହୋଇଛି । ୨୦୨୦ରୁ ଆଜି ଯାଏ ଏସ୍‌ଟିଏଫ୍‌ ଦ୍ବାରା ୨୬ଟି ହାତୀଦାନ୍ତ ଜବତ କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।