ରାଜ୍ୟ

ଓଡ଼ିଶାରେ ଲୋକସଭା ନିର୍ବାଚନ: ବିଜେପି ୧୮, ବିଜେଡି ୨ ଏବଂ କଂଗ୍ରେସ ଗୋଟିଏ ଆସନରେ ଆଗୁଆ

ଭୁବନେଶ୍ବର: ଓଡ଼ିଶାରେ ବିଜେପି ୧୮ଟି ଲୋକସଭା ଆସନରେ ଆଗୁଆ ଥିବା ବେଳେ ବିଜେଡି ୨ଟି ଏବଂ କଂଗ୍ରେସ ଗୋଟିଏ ଆସନରେ ଆଗୁଆ ଥିବା ଜଣାଯାଇଛି।କଟକରେ ବିଜେଡି ପ୍ରାର୍ଥୀ ସତୃପ୍ତ ମିଶ୍ରଙ୍କୁ ପଛରେ ପକାଇ ବିଜେପି ପ୍ରାର୍ଥୀ ଭତ୍ତୃହରି ମହତାବ ଆଗରେ ଅଛନ୍ତି। ଜଗତସିଂହପୁର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ବିଭୁପ୍ରସାଦ ତରାଇ ଆଗୁଆ ଅଛନ୍ତି। ସେହିପରି ଯାଜପୁର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ରବୀନ୍ଦ୍ର ବେହେରା ଆଗରେ ଅଛନ୍ତି।

ଏଣେ ଭୁବନେଶ୍ବର, ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଢେଙ୍କାନାଳ, କଳାହାଣ୍ଡି, ନବରଙ୍ଗପୁର, ଭଦ୍ରକ, ବ୍ରହ୍ମପୁର, ପୁରୀ, ଲୋକସଭା ଆସନରେ ଆଗୁଆ ଥିବା ଜଣାଯାଇଛି। ତେଣେ ବିଜେଡି ପ୍ରାର୍ଥୀମାନେ କନ୍ଧମାଳ,  ଓ କେନ୍ଦ୍ରପଡ଼ା ଲୋକସଭା ଆସନରେ ଆଗୁଆ ରହିଥିବା ଜଣାଯାଇଛି। କୋରାପୁଟରେ କଂଗ୍ରେସ ପ୍ରାର୍ଥୀ ସପ୍ତଗିରି ଉଲାକା  ଆଗରେ ଅଛନ୍ତି

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।