ରାଜ୍ୟ

ଓଡ଼ିଶା ବିଧାନସଭା ନିର୍ବାଚନ ଫଳାଫଳ ପ୍ରାରମ୍ଭିକ ଧାରା: କିଏ କେଉଁଠି ଆଗୁଆ

ଭୁବନେଶ୍ବର: ଓଡ଼ିଶା ବିଧାନସଭା ନିର୍ବାଚନର ଫଳାଫଳର ପ୍ରାରମ୍ଭିକ ଧାରାରେ ରାଜ୍ୟରେ ଶାସକ ବିଜେଡି ପଛରେ ପଡ଼ିଛି। ୨୫ବର୍ଷ ପରେ ରାଜ୍ୟରେ ଓଡ଼ିଶାରେ ପରିବର୍ତ୍ତନର ପବନ ବହିଛି। ୨୫ ବର୍ଷ ପରେ ରାଜ୍ୟର ରାଜନୈତିକ ସମୀକରଣରେ ନୂଆ ଧାରା ଦେଖିବାକୁ ମିଳିଛି

ରାଜ୍ୟ ବିଧାନସଭାର ୧୪୭ ଆସନ ମଧ୍ୟରୁ ବିଜେପି ୭୨ ଓ ବିଜେଡି ୫୭ ସିଟ୍‌ରେ ଆଗୁଆ ଅଛନ୍ତି। ସେହିପରି କଂଗ୍ରେସ ୧୫, ସିପିଆଇ ଏମ ୧ ଓ ସ୍ବାଧୀନ ପ୍ରାର୍ଥୀ ୨ ଅଛନ୍ତି।

ଜାରି ରହିଥିବା ଭୋଟ ଗଣତି ଅନୁସାରେ ସୁକିନ୍ଦାରେ ବିଜେଡି ପ୍ରାର୍ଥୀ ପ୍ରୀତିରଞ୍ଜନ ଘଡ଼ାଇ, ସାଲେପୁରରେ ବିଜେଡିର ପ୍ରଶାନ୍ତ ବେହେରା ଆଗୁଆ ସମ୍ବଲପୁରରେ ବିଜେଡିର ରୋହିତ ପୂଜାରୀ ଆଗୁଆ ଅଛନ୍ତି।

ସାଲେପୁରରେ ବିଜେପି ପ୍ରାର୍ଥୀ ଅରିନ୍ଦମ ରୟ, ବଡ଼ମ୍ବା ଦେବୀ ମିଶ୍ର ପଛରେ ପଡ଼ି ଯାଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।