ଦେଶ ବିଦେଶ ସ୍ୱାସ୍ଥ୍ୟ

ଓମିକ୍ରନ୍ ପାଇଁ ବଦଳିବନି କରୋନା ଚିକିତ୍ସା ପଦ୍ଧତି: WHO

ନୂଆଦିଲ୍ଲୀ: ଓମିକ୍ରନ ଚିକିତ୍ସାକୁ ନେଇ ପରାମର୍ଶ ଦେଲା ‘ହୁ’ । କେନ୍ଦ୍ରକୁ ବିଶ୍ୱର ସ୍ୱାସ୍ଥ୍ୟ ସଂଗଠନର ପରାମର୍ଶ । ଓମିକ୍ରନ୍ ପାଇଁ ବଦଳିବନି କରୋନା ଚିକିତ୍ସା ପଦ୍ଧତି । ଅନ୍ୟ ଭାରିଆଣ୍ଟ ପରି ଓମିକ୍ରନ ପାଇଁ ବି ସମାନ ଚିକିତ୍ସା ପ୍ରଣାଳୀରେ ଚିକିତ୍ସା କରାଯିବ । ଦକ୍ଷିଣ ଆଫ୍ରିକାରେ ଡେଲଟା ଠାରୁ ଅଧିକ ବେଗରେ ବ୍ୟାପୁଛି ଓମିକ୍ରନ । ବିଶ୍ୱର ୯୧ଟି ଦେଶରେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି କହିଛି ‘ହୁ’ ।

ସୂଚନାଯୋଗ୍ୟ, କରୋନା ଭାଇରସର ନୂଆ ଭାରିଆଣ୍ଟ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର ବିଷୟ ପାଲଟିଛି । ଏହା ଡେଲଟାଠାରୁ ମଧ୍ୟ ଅଧିକ ବେଗରେ ବୃଦ୍ଧି ପାଉଛି । ସେପଟେ ସରକାର ଓମିକ୍ରନ ଠାରୁ ବଞ୍ଚିବା ପାଇଁ ସମସ୍ତଙ୍କୁ ଟିକା ନେବା ସହ ନିୟମକୁ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି । ସେପଟେ ଭାରତରେ ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି ଏହି ଭାରିଆଣ୍ଟ । ଯାହାକୁ ନେଇ ଏବେ ଚିନ୍ତା ବଢ଼ିବାରେ ଲାଗିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ