ଦେଶ ବିଦେଶ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

ଓଡ଼ିଶାର ହୋମଗାର୍ଡଙ୍କ ଦରମା ବୃଦ୍ଧି ନେଇ ସଂସଦରେ ଦାବିକଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ନୂଆଦିଲ୍ଲୀ: ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ସଂସଦରେ ଓଡ଼ିଶାର ହୋମଗାର୍ଡଙ୍କ ଦୈନିକ ଭତ୍ତା ପ୍ରସଙ୍ଗ ଉଠାଇଛନ୍ତି। ଅପରାଜିତା କହିଛନ୍ତି ଓଡ଼ିଶାରେ ୧୭ ହଜାର ହୋମଗାର୍ଡ ରହିଛନ୍ତି। ତେବେ ସେମାନଙ୍କୁ ଦୈନିକ ମାତ୍ର ୩ଶହ ଟଙ୍କା ମିଳୁଛି, ଯାହା ବହୁତ କମ୍। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ, ହୋମଗାର୍ଡଙ୍କୁ ଦୈନିକ ୫୩୩ ଟଙ୍କା ମିଳିବା ଉଚିତ। ହୋମଗାର୍ଡଙ୍କ ଏହି ସମସ୍ୟା ପ୍ରତି କେନ୍ଦ୍ର ଗୃହ ମନ୍ତ୍ରାଳୟ ଦୃଷ୍ଟି ଦେବାକୁ ଅନୁରୋଧ କରିବା ସହ ହୋମଗାର୍ଡଙ୍କ ଭତ୍ତା ବଢ଼ାଇବାକୁ ସେ ଦାବି କରିଛନ୍ତି।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର