Subscribe to Updates

    Get the latest creative news from FooBar about art, design and business.

    What's Hot

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023
    Facebook Twitter Instagram
    Trending
    • ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
    • ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
    • ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା
    • ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
    • ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
    • ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ
    • ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
    • ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
    Friday, June 2
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜନୀତି»କଂଗ୍ରେସର ୩୦ଜଣିଆ ଷ୍ଟାର ପ୍ରଚାରକ ତାଲିକା: ବାଦ୍ ପଡ଼ିଲେ ବିଧାୟକ ମହମ୍ମଦ ମୋକିମ
    ରାଜନୀତି

    କଂଗ୍ରେସର ୩୦ଜଣିଆ ଷ୍ଟାର ପ୍ରଚାରକ ତାଲିକା: ବାଦ୍ ପଡ଼ିଲେ ବିଧାୟକ ମହମ୍ମଦ ମୋକିମ

    NewsLaxmi7By NewsLaxmi7October 15, 2022Updated:November 11, 2022No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ବର: ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ ୩୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ଏହି ତାଲିକାରେ ଓଡ଼ିଶା ପ୍ରଭାରୀ ଚେଲା କୁମାର, ସହପ୍ରଭାରୀ ରୁଦ୍ର ରାଜୁ ଓ ପିସିସି ସଭାପତି ଶରତ ପଟ୍ଟନାୟକ ସ୍ଥାନ ପାଇଛନ୍ତି।
    ଏଥିରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା ଓ ପ୍ରସାଦ ହରିଚନ୍ଦନଙ୍କ ନାଁ ମଧ୍ୟ ରହିଛି। ସେହିପରି ବିଧାୟକ ଦଳ ନେତା ନରସିଂହ ମିଶ୍ର, କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ, ବରିଷ୍ଠ ନେତା ଭକ୍ତ ଦାସ, ଗଣେଶ୍ବର ବେହେରା, ସାଂସଦ ସପ୍ତଗିରି ଉଲ୍ଲାକା, ଶରତ ରାଉତ, ବିଧାୟକ ସୁରେଶ ରାଉତରାୟ, ତାରାପ୍ରସାଦ ବାହିନୀପତି ଓ ସନ୍ତୋଷ ସିଂ ସାଲୁଜା ପ୍ରମୁଖଙ୍କୁ ବି ସାମିଲ କରାଯାଇଛି। ଏହାଛଡ଼ା ସେବାଦଳର ଅଧ୍ୟକ୍ଷ ଡକ୍ଟର ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ମହିଳା ମୋର୍ଚ୍ଚା ସଭାନେତ୍ରୀ ବନ୍ଦିତା ପରିଡ଼ା ଓ ପ୍ରଦେଶ ଯୁବ କଂଗ୍ରେସ ସଭାପତି ଡକ୍ଟର ସ୍ମୃତିରଞ୍ଜନ ଲେଙ୍କାଙ୍କୁ ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ମିଳିଛି। ଏମାନେ ସମସ୍ତେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀଙ୍କ ପ୍ରଚାର କରିବେ।

    ତେବେ କଂଗ୍ରେସ ପକ୍ଷରୁ ଜାରି କରାଯାଇଥିବା ଷ୍ଟାର ପ୍ରଚାରକ ତାଲିକାରେ ଦଳର ମୋଟ୍ ୮ ବିଧାୟକଙ୍କୁ ସାମିଲ କରାଯାଇଥିବା ବେଳେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ନାଁ ନାହିଁ। ଏହା ଚର୍ଚ୍ଚାର ବିଷୟ ହୋଇଛି।

    argus barun gandhi breaking news interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleଜମାକାରୀଙ୍କ ମୁଣ୍ଡରେ ଚଡକ, ହଜାରରୁ ଅଧିକ ଲୋକଙ୍କୁ ଠକି ଆରପାରିରେ ପୋଷ୍ଟମାଷ୍ଟର
    Next Article ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶାଳକଙ୍କର ମୃତ୍ୟୁ, ଭିଣୋଇ ଗୁରୁତର
    NewsLaxmi7
    • Website

    Related Posts

    କଂଗ୍ରେସ ସାମ୍ବାଦିକ ସମ୍ମିଳନୀରେ ତୁମୁଳକାଣ୍ଡ, ଚୌକିରେ ବସିବାକୁ ଦୁଇ ବରିଷ୍ଠ କଂଗ୍ରେସ ନେତା ଗଡ଼ାଗଡି

    May 13, 2023

    ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଆଗେ ପୋଷ୍ଟାଲ୍ ବାଲାଟ୍ ଗଣତି, ସାଢ଼େ ୮ଟାରୁ ଇଭିଏମ୍

    May 13, 2023

    ଝାରସୁଗୁଡ଼ା ଉପନିର୍ବାଚନ: ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ୨୭୦୬ ଭୋଟରେ ଆଗୁଆ

    May 13, 2023

    କୋଟପାଡ଼ରେ ପ୍ରାକ୍‌ ନିର୍ବାଚନୀ ହାୱା: ତିନି ପ୍ରମୁଖ ଦଳ ଉପରେ ଭୋଟରଙ୍କ ଆଖି

    May 12, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଦେଶ ବିଦେଶ

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ…

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଏସ୍‌ସିବି ଛାତି ଓ ଯକ୍ଷ୍ମାରୋଗ ବିଭାଗ ଆଇସିୟୁରେ ଅଗ୍ନିକାଣ୍ଡ

    May 11, 2023

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ଗୋଟିଏ ଦୁଇଟି ମ୍ୟାଚ୍ ଖେଳିଥିବା ଖେଳାଳି ବିରାଟଙ୍କୁ ଟାର୍ଗେଟ କରୁଛନ୍ତି- ଆକମଲ

    July 21, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.