ରାଜନୀତି ରାଜ୍ୟ

କଂଗ୍ରେସ ଛାଡ଼ିଲେ କୈଳାଶ ମୁଖୀ, ବିଆରଏସ୍‌ରେ ଯୋଗଦେଲେ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ରାଜ୍ୟରେ କଂଗ୍ରେସରେ ଇସ୍ତଫା ତାଲିକା ଲମ୍ବିବାରେ ଲାଗିଛି। ଗତକାଲି ସତ୍ୟପ୍ରକାଶ ନାୟକ କଂଗ୍ରେସ ଛାଡ଼ିବା ପରେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆର କୈଳାଶ ମୁଖୀ ନିଜର ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ପଠାଇଛନ୍ତି।

ଇସ୍ତଫାପତ୍ରରେ ଶ୍ରୀ ମୁଖୀ ଉଲ୍ଲେଖ କରିଛନ୍ତି ଯେ କଂଗ୍ରେସ ଦଳର ସମସ୍ତ ପଦପଦବି ସମେତ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ରାଷ୍ଟ୍ରୀୟ ସମିତି(ବିଆରଏସ୍‌)କୁ ସମର୍ଥନ ଜଣାଇବା ସହିତ ବିଆରଏସ୍‌ରେ ସାମିଲ ହୋଇଥିବା ସେ କହିଛନ୍ତି। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କ ସହିତ ହେଲିକପ୍ଟରରେ ବସି ଆଲୋଚନା କରୁଥିବା ଫଟୋ ଶ୍ରୀ ମୁଖୀ ସେୟାର କରିଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର