ଅପରାଧ ରାଜ୍ୟ

କାର୍ଯ୍ୟାଳୟ ଭିତରେ ଝୁଲୁଛି ମୃତଦେହ, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ଟାଙ୍ଗୀ ୧୪।୬: କାର୍ଯ୍ୟାଳୟ ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଟାଙ୍ଗୀ ନାଚୁଣୀ ସ୍ଥିତ ପିପୁଲ୍ସ ଫୋରମ୍ DCB ବ୍ୟାଙ୍କ କାର୍ଯ୍ୟାଳୟ ମଧ୍ୟରେ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା । ସୋମବାର ସନ୍ଧ୍ୟା ସମୟରୁ ଏହି କାର୍ଯ୍ୟାଳୟ ମଧ୍ୟରେ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା । ମୃତକ ଜଣଙ୍କ ହେଉଛନ୍ତି ତପନ ପଲେଇ ।

ମୃତକ ଜଣଙ୍କ ଏହି ସଂସ୍ଥାର କର୍ମଚାରୀ ଥିଲେ । ତପନଙ୍କ ମୃତ୍ୟୁ ହତ୍ୟା ନା ଆତ୍ମହତ୍ୟା ତାହାର କାରଣ ଅସ୍ପଷ୍ଟ ରହିଛି । ତଦନ୍ତ ପରେ ଘଟଣା ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିପାରିବ । ସେପଟେ ତଦନ୍ତରେ ଶିଥିଳତା ନେଇ ମୃତକର ପରିବାର ଲୋକ ଅଭିଯୋଗ ଆଣିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।