ଅପରାଧ ରାଜ୍ୟ

କାର୍ ଧକ୍କାରେ ବାଇକ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ

ବୋରିଗୁମ୍ମା ୩।୮: କାର୍ ଧକ୍କାରେ ବାଇକ୍ ଆରୋହୀ ମୃତ । କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ୨୬ ଉପରେ ଶବ ରଖି ପରିବାର ଲୋକଙ୍କ ସହ ସମ୍ପର୍କୀୟ ରାସ୍ତାରୋକ ରିଛନ୍ତି । ଫଳରେ ରାସ୍ତାରେ ଶହ ଶହ ଗାଡି ମଟର ଅଟକି ରହିଛି ।

ମଙ୍ଗଳବାର ସନ୍ଧ୍ୟାରେ କାର୍ ଧକ୍କାରେ ବାଇକ୍ ଚାଳକ କୃଷ୍ଣ ଅମାନତ୍ୟଙ୍କର ମୃତ୍ୟୁ ହୋଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।