ଅପରାଧ ରାଜ୍ୟ

କାର ସହ ୪୫କିଲୋ ଗଞ୍ଜେଇ ଜବତ ୨ ଗିରଫ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କାର ସହ ୪୫କିଲୋ ଗଞ୍ଜେଇ ଜବତ ୨ ଗିରଫ

ଫିରିଙ୍ଗଆ ୧୨/୦୨ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଫିରିଙ୍ଗିଆ ଥାନା ପକ୍ଷରୁ ବାରମ୍ବାର ଚଢ଼ାଉ ସତ୍ବେ ଅଞ୍ଚଳ ରୁ ଗଞ୍ଜେଇ ଚାଲାଣ କମିବାରେ ନା ଧରୁନି ଗତ ୩ ଦିନ ଧରି ଫିରିଙ୍ଗିଆ ପୋଲିସ ବିଭିନ୍ନ ସ୍ଥାନରୁ ଗଞ୍ଜେଇ ଜବତ କରି କାର ସହ ମାଫିଆ କୁ ଗିରଫ କରିଥିବା ବେଳେ ଗତକାଲି ପୁଣି ୪୫କେଜି ଗଞ୍ଜେଇ ଜବତ କରିବା ସହ  କାର ଏବଂ ୨ ଜଣକୁ ଗିରଫ କରିବାରେ ସଫଳ ହୋଇଛି l ସୂଚନା ଅନୁସାରେ ଗତକାଲି ଗଞ୍ଜେଇ ଚାଲାଣ ହେଉଥିବା ନେଇ ଫିରିଙ୍ଗିଆ ପୋଲିସ କୁ ସୂଚନା ମିଳିଥିଲା  ସୂଚନା ଅନୁସାରେ ଫିରିଙ୍ଗିଆ ଥାନା ଅଧିକାରୀ ତପନ କୁମାର ନାହାକ ଙ୍କ ନିର୍ଦ୍ଦେଶ ରେ ଫିରିଙ୍ଗିଆ ପୋଲିସ ର ଗୋଟିଏ ଟିମ୍ ଫୁଲବାଣୀ ବାଲିଗୁଡା ରାସ୍ତା ର କୁଡୁକି ଘାଟି ରାସ୍ତା ରେ ଏକ ମାରୁତି ଅଲ୍ଟ କାର କୁ ଅଟକାଇବା ପରେ କାର ରେ ବାହାର ଜିଲ୍ଲା କୁ ଗଞ୍ଜେଇ ଚାଲାଣ ହେଉଥିବା ଜଣା ପଡ଼ିଥିଲା ଘଟଣା ସ୍ଥଳରୁ ପୋଲିସ OD19C 3682 କାର କୁ ଜବତ କରିବା  ସହ ୪୫ କେଜି ଗଞ୍ଜେଇ ଜବତ କରିବା ସହ ଗଞ୍ଜେଇ ଚାଲାଣ କରୁଥିବା ଫିରିଙ୍ଗିଆ ଥାନା ଅଞ୍ଚଳ ର ପ୍ରମୋଦ ଦିଗାଲ ଓ ପୂର୍ଣ୍ଣଚନ୍ଦ୍ର ଦିଗାଲ କୁ ଅଟକ ରଖିଥିବା ବେଳେ ଆଜି ଫିରିଙ୍ଗିଆ ଥାନରେ ଗଞ୍ଜେଇ ଚାଲାଣ କରୁଥିବା ସଂକ୍ରାନ୍ତରେ ୨୩/୨୦୨୩ ରେ ଏକ ମାମଲା ରୁଜୁ କରିବା ସହ କୋର୍ଟ ଚାଲାଣ କରିଥିବା ବେଳେ ଅଧିକ ତଦନ୍ତ ଚାଲୁ ରହିଥିବା ଫିରିଙ୍ଗିଆ ଥାନା ଅଧିକାରୀ ତପନ କୁମାର ନାହାକ ସୂଚନା ଦେଇଛନ୍ତି l

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।