ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

କାଶୀପୁରରେ ବଢିପାରେ ମୃତ୍ୟୁ ସଂଖ୍ୟା, ସ୍ଥିତି ଉପରେ ନଜର ରହିଛି-ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର ୨୬।୦୭ : କାଶୀପୁରରେ ବଢ଼ିଥାଇ ପରେ ମୃତ୍ୟୁ ସଂଖ୍ୟା। ମୋ ଅନୁଧ୍ୟାନ ସମୟରେ ମୃତ୍ୟୁ ସଂଖ୍ୟା ଯାହା ଥିଲା ଆମେ ରାଜ୍ୟବାସୀଙ୍କୁ ଅବଗତ କରିଥିଲୁ । ଆଉ ଏବେ ବଢ଼ିଥାଇପାରେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କାଶୀପୁର ଉପରେ କଡ଼ା ନଜର ରଖାଯାଇଛି। ସ୍ଥିତି ନିୟନ୍ତ୍ରଣରେ ରହିଛି। ୯ ନୁହେଁ ୧୪ ବୋଲି ମୃତ୍ୟୁ ସଂଖ୍ୟାକୁ ଆସୁଥିବା ଅଭିଯୋଗକୁ ମୋତେ ଲିଖିତ ଭାବେ ଦେଲେ, ମୃତ ବ୍ୟକ୍ତିଙ୍କ ପୋଷ୍ଟମର୍ଟମ ରିପୋର୍ଟ ସାର୍ବଜନୀନ ବିଭାଗ ପକ୍ଷରୁ କରାଯିବ ।

ସେପଟେ ବିଧାନସଭାରେ ବିଧାନସଭାରେ କାଶୀପୁରରେ ଝାଡାବାନ୍ତି ପ୍ରସଙ୍ଗ ଉଠିଛି । ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଏହି ପ୍ରସଙ୍ଗ ଉଠାଇ ସରକାରଙ୍କୁ ସମାଲୋଚନା କରିଛନ୍ତି । କେବଳ କାଶୀପୁର ନୁହେଁ ଅନ୍ୟ ସ୍ଥାନକୁ ମଧ୍ୟ ଝାଡ଼ାବାନ୍ତି ବ୍ୟାପିବା ଆରମ୍ଭ କରିଥିବା ମଧ୍ୟ ଗୃହରେ କହିଛନ୍ତି ବିରୋଧୀ ଦଳର ମୁଖ୍ୟ ସଚେତକ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ