ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

କିଛି ସମୟ ପରେ ଦକ୍ଷିଣ ଭାରତରେ ସ୍ଥଳଭାଗ ଛୁଇଁବ ବାତ୍ୟା ମାଣ୍ଡୁସ। ଉପକୂଳବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ

ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମାଣ୍ଡୁସ ମଧ୍ୟରାତ୍ରୀରେ ଆନ୍ଧ୍ରପ୍ରଦେଶ ଓ ପୁଡୁଚେରୀ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଏହାକୁ ନଜରରେ ରଖି ତାମିଲନାଡୁର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ଜାରିରହିଛି । ଆଇଏମଡିର ସୂଚନା ଅନୁସାରେ ଗୁରୁବାର ମଧ୍ୟରାତ୍ରୀରେ ଏହା ଉତ୍ତର ତାମିଲନାଡୁ, ପୁଡୁଚେରୀ, ଶ୍ରୀହରିକୋଟା ମଧ୍ୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶର ଉପକୂଳରେ ସ୍ଥଳଭାଗ ଛୁଇଁବ । ଏଥିପାଇଁ ଏହି ସବୁ ଅଞ୍ଚଳରେ ହାଇଆଲର୍ଟ ଜାରି ରହିଛି ।

ବଙ୍ଗୋପସାଗରର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଡିପ ଡିପ୍ରେସନରେ ପରିଣତ ହୋଇଥିଲା । ବୁଧବାର ଏହା ଚେନ୍ନାଇଠାରୁ ପାଖାପାଖି ୭୫୦ କିଲୋମିଟର ଦୂରରେ ରହିଥିଲା । ଗୁରୁବାର ଆଇଏମଡି ପକ୍ଷରୁ ଜାରି ହୋଇଥିବା ବୁଲେଟିନରେ ବାତ୍ୟା ମାଣ୍ଡୁସ କରାଇକଲର ଦକ୍ଷିଣ ପୂର୍ବରୁ ପ୍ରାୟ ୫ ଶହ କିମି ଦୂରରେ ଦକ୍ଷିଣ ପଶ୍ଚିମରେ ଉପସ୍ଥିତ ରହିଥିଲା ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ